Posted inଜାତୀୟ

ବିରୋଧୀଙ୍କୁ ସିଧାସିଧା ଶୁଣାଇଦେଲେ ମୋଦି, କହିଲେ ପାର୍ଲାମେଣ୍ଟ ଡ୍ରାମା, ନାରାବାଜିର ସ୍ଥାନ ନୁହେଁ, ପରାଜୟକୁ…

ନୂଆଦିଲ୍ଲୀ,୧ା୧୨: ସୋମବାରଠାରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହୋଇଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ମୋଦି କହିଛନ୍ତି, କିଛି ବିରୋଧୀ ସେମାନଙ୍କ ପରାଜୟକୁ ହଜମ କରିପାରୁନାହାନ୍ତି। ଏହି ପରାଜୟର ରାଗ  ଆସି ସେମାନେ ପାର୍ଲାମେଣ୍ଟରେ ଶୁଝାନ୍ତି। ପରାଜୟର ଭୟ ଏଠି ବିତର୍କର କ୍ଷେତ୍ର ନ ହେଉ ବୋଲି ମୋଦି କହିଛନ୍ତି।

ଏଥିସହିତ ସେ ବିରୋଧୀଙ୍କୁ ପରାଜୟର ନିରାଶାରୁ ବାହାରିବା ପାଇଁ ନିବେଦନ କରିଛନ୍ତି। ସେ କହିଛନ୍ତି, ଡ୍ରାମା କରିବାକୁ ଅନେକ ସ୍ଥାନ ଅଛି, ଏଠି ଡ୍ରାମା ନୁହେଁ ଡେଲିଭରି ଆବଶ୍ୟକ। ସେହିପରି ନାରାବାଜି ପାଇଁ ମଧ୍ୟ ଅନେକ ସ୍ଥାନ ଅଛି ପାର୍ଲାମେଣ୍ଟ ନାରାବାଜିର ସ୍ଥାନ ନୁହେଁ ନୀତି ଓ ଦେଶ ଗଠନରେ ସକାରାତ୍ମକ ଭୂମିକା ଆବଶ୍ୟକ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଧିନାୟକ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏହି ଦଳରେ ଯୋଗ ଦେବାକୁ ପଡ଼ିବ; ଅଶ୍ୱିନ ଦେଲେ ବଡ଼ ବୟାନ, ହେଲାଣି ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୯।୧୦: ହାର୍ଦ୍ଦିକ ପାଣ୍ଡ୍ୟା କ’ଣ ମୁମ୍ବାଇ ଇଣ୍ଡିଆନ୍ସ ସହିତ ନିଜର ଯାତ୍ରା ଜାରି ରଖିବେ, ନା ତାଙ୍କୁ ଏକ ନୂତନ ଦଳର ଜର୍ସିରେ ଦେଖିବାକୁ ମିଳିବ? ଆଗାମୀ…

ଶୁଭଲକ୍ଷ୍ମୀଙ୍କ ବହୁମୁଖୀ ପ୍ରତିଭା: ୮ ବର୍ଷ ବୟସରେ ନୃତ୍ୟ-ମଡେଲିଂରେ ସାଉଁଟୁଛନ୍ତି ସଫଳତା

ଅମରପାଲି,୨୯ା୧୦(ପୀତାମ୍ବର ସାହୁ): କଅଁଳ ବୟସରୁ ନୃତ୍ୟ ପ୍ରତି ଆଗ୍ରହ ରଖି ଚର୍ଚ୍ଚାକୁ ଆସିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ୮ ବର୍ଷୀୟା ଶୁଭଲକ୍ଷ୍ମୀ ହୋତା। ସମ୍ବଲପୁରର ଏକ…

ଡମି, ଏକ ଇଟାଲୀୟ ପାସପୋର୍ଟ, ଘରୋଇ ଜେଟ…, ଫିଲ୍ମ ଷ୍ଟାଇଲରେ ବ୍ରାଜିଲରୁ ଆମେରିକା ପଳାଇ ଗଲେ ବୋଲସୋନାରୋ

ବ୍ରାସିଲିଆ,୨୯।୧୦: ସାମ୍ପ୍ରତିକ ବ୍ରାଜିଲ ରାଷ୍ଟ୍ରପତି ନିର୍ବାଚନରେ ପରାଜିତ ହେବା ପରେ, ପ୍ରାର୍ଥୀ ଫ୍ଲାଭିଓ ବୋଲସୋନାରୋଙ୍କୁ ଆଉ ସର୍ବସାଧାରଣରେ ଦେଖିବାକୁ ମିଳିନାହିଁ। ଲୋକଲୋଚନରୁ ଦୂରେଇ ରହି ସେ ନିଜ…

ବଲାଙ୍ଗୀରରେ ବଢୁଛି ଗଞ୍ଜେଇ ବେପାର: ଦୁଇ ଦିନରେ ଷ୍ଟେଶନରୁ ୧୭ କେଜି ଗଞ୍ଜେଇ ଜବତ, ବନ୍ଧା ହେଲେ ଦୁଇ ଅଭିଯୁକ୍ତ

ବଲାଙ୍ଗୀର,୨୯।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଳବାଇ ପୋଲିସ ଗତ ଦୁଇଦିନ ମଧ୍ୟରେ ୧୭ କେଜି ଗଞ୍ଜେଇ ଜବତ କରି ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଦୁଇ ଅଭିଯୁକ୍ତ…

ରୁଷିଆ ଆକ୍ରମଣରେ ଥରି ଉଠିଲା ୟୁକ୍ରେନ; ରେଳ ଷ୍ଟେଶନ ଉପରେ ଡ୍ରୋନ ଆକ୍ରମଣରେ ୧୩ ମୃତ

କ୍ୱିଭ,୨୯।୧୦: ରୁଷିଆ ୟୁକ୍ରେନର ଡନିପ୍ରୋ ସହର ଉପରେ ଏକ ବଡ଼ ଧରଣର ଡ୍ରୋନ ଆକ୍ରମଣ କରିଛି, ଯେଉଁଥିରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୦ରୁ ଅଧିକ…

ନଦୀରେ ଭାସିଆସି ଗଛରେ ଲାଖି ରହିଛି ବୃଦ୍ଧାଙ୍କ ମୃତଦେହ

ପଟ୍ଟାଙ୍ଗି,୨୯।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ନୁଆଁଗା ପଞ୍ଚାୟତ କୁମ୍ବିଗୁଡା ନଦୀ କୂଳରେ ଏକ ଅଚିହ୍ନା ବୃଦ୍ଧାଙ୍କ ମୃତଦେହ ପଡି ରହିଥିବା ଗୁରୁବାର…

ଧୋଇଗଲା ତାଲିଯୋଡ଼ି ବ୍ରିଜ୍‌: ୩ ଗାଁ ସହ ଯୋଗାଯୋଗ ବିଚ୍ଛିନ୍ନ

ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ପ୍ରବଳ ବର୍ଷା ଓ ବଢ଼ି ପାଣି ଏବେ ଜନଜୀବନକୁ ପ୍ରଭାବିତ କରିଛି। ନଦୀରେ ଜଳସ୍ତର ବୃଦ୍ଧି ପାଇବାରୁ…

ବାଣ ଉପରେ ପ୍ରତିବନ୍ଧକ ଲଗାଇବା ସପକ୍ଷରେ ନାହାନ୍ତି ସୁପ୍ରିମକୋର୍ଟ; ବିରାଟ କୋହଲିଙ୍କ ନାମ ନେଇ କହିଲେ ଏମିତି

ନୂଆଦିଲ୍ଲୀ,୨୯।୧୦: ସୁପ୍ରିମକୋର୍ଟ କହିଛନ୍ତି ଯେ ଦିଲ୍ଲୀ-ଏନସିଆର (Delhi-NCR) ରେ ବାଣ ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଇବା ସପକ୍ଷରେ ସେ ନାହାନ୍ତି; ବରଂ, କୋର୍ଟ ଏକ ସନ୍ତୁଳିତ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?