Posted inଜାତୀୟ

ଲୋକ ସଭାରେ ହଟ୍ଟଗୋଳ କରି ନିଲମ୍ବିତ ହେଲେ କଂଗ୍ରେସର ୪ଏମ୍‌ପି

ନୂଆଦିଲ୍ଲୀ,୨୫।୭: ସଂସଦରେ ଚାଲିଛି ମୌସୁମୀ ଅଧିବେଶନ। ସରକାରଙ୍କୁ ଘେରିବା ପାଇଁ ବିରୋଧୀ ଦର ବୃଦ୍ଧି, ବେରୋଜଗାରକୁ ପ୍ରସଙ୍ଗ କରି ଗୃହରେ ହଟ୍ଟଗୋଳ ଚଳାଇଛନ୍ତି। ଇତିମଧ୍ୟରେ ସୋମବାର କଂଗ୍ରେସର ୪ଏମ୍‌ପି ହାତରେ ପ୍ଲାକାର୍ଡ ଧରି ଦରବୃଦ୍ଧି ବିରୋଧରେ ଲୋକ ସଭାରେ ବିକ୍ଷୋଭ କରି ସରକାରଙ୍କୁ ଘେରିବା ସହ ହଟ୍ଟଗୋଳ କରିଥିଲେ। ଫଳରେ ଗୃହକାର୍ଯ୍ୟରେ ବାଧାପ୍ରାପ୍ତ ହେବାରୁ ଗୃହ ଅଧ୍ୟକ୍ଷ ତଥା ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ୪ଜଣ ଏମ୍‌ପିଙ୍କୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ ଏମ୍‌ପିମାନେ ହେଲେ କଂଗ୍ରେସର ମାଣିକମ୍‌ ଟେଗୋର, ଜ୍ୟୋର୍ତିମଣି, ରମ୍ୟା ହରିଦାସ ଏବଂ ଟିଏନ୍‌ ପ୍ରଥାପନ। ସମ୍ପୂର୍ଣ୍ଣ ଅଧିବେଶନ ପର୍ଯ୍ୟନ୍ତ ସେମାନଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି। ଏଥିସହ ମଙ୍ଗଳବାର ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ସମ୍ବିଧାନର ଧାରା ୩୭୪ ଅନୁଯାୟୀ ଅଧିବେଶନର ଅବଶିଷ୍ଟ ସମୟ ପର୍ଯ୍ୟନ୍ତ ୪ଜଣ କଂଗ୍ରେସ ଏମ୍‌ପିଙ୍କୁ ନିଲମ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri