Posted inଜାତୀୟ

୩୧ ଜୁଲାଇ ପର୍ଯ୍ୟନ୍ତ ରାଜ୍ୟ ସଭା ସ୍ଥଗିତ

ନୂଆଦିଲ୍ଲୀ,୨୮।୭: ରାଜ୍ୟ ସଭାରେ ମଣିପୁର ଘଟଣାକୁ ନେଇ ଆରମ୍ଭ ହୋଇଥିବା ଚର୍ଚ୍ଚା ମଧ୍ୟରେ ସ୍ଲୋଗାନ ଓ ହଙ୍ଗାମା ପରେ ରାଜ୍ୟ ସଭାର କାର୍ଯ୍ୟକୁ ସୋମବାର ଅର୍ଥାତ୍‌ ୩୧ ଜୁଲାଇ ସକାଳ ୧୧ଟା ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।

ମଣିପୁର ହିଂସା ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ଦାବିରେ ବିରୋଧୀ ଦଳ ଜିଦ ଧରିଛନ୍ତି। ଲୋକ ସଭାର ପ୍ରକ୍ରିୟା ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳର ଏମପିମାନେ ସ୍ଲୋଗାନ ଦେବା ସହ କୋଳାହଳ ସୃଷ୍ଟି କରିବା ଆରମ୍ଭ କରିଥିଲେ। ଏହା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ଲୋକ ସଭାର କାର୍ଯ୍ୟକୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସ୍ଥଗିତ ରଖିଦେଇଥିଲେ।
ସୂଚନାଯୋଗ୍ୟ, ଉଭୟ ଗୃହର ମୌସୁମୀ ଅଧିବେଶନ ୭ ଦିନ ହେବ ଆରମ୍ଭ ହୋଇଥିଲେ ବି ମଣିପୁର ଘଟଣାକୁ ନେଇ ଉଭୟ ଗୃହରେ ପ୍ରତିଦିନ ହଙ୍ଗାମା ଜାରି ରହିବାରୁ ଗୃହ କାର୍ଯ୍ୟ ଆଗକୁ ବଢିପାରୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri