Posted inଜାତୀୟ

ସଂସଦରେ ଅପମାନିତ ହୋଇଥିବା ଅଭିଯୋଗ ଆଣିଲେ ଖାର୍ଗେ

ନୂଆଦିଲ୍ଲୀ,୨୬।୭: ମଣିପୁର ପ୍ରସଙ୍ଗ ନେଇ ସଂସଦର ଉଭୟ ଗୃହରେ ବିରୋଧ ପ୍ରଦର୍ଶନ ଓ ହଟ୍ଟଗୋଳ ଦେଖିବାକୁ ମିଳୁଛି। ଏନେଇ ସଂସଦରେ ଅଚଳାବସ୍ଥା ଜାରି ରହିଛି। ତେବେ କଂଗ୍ରେସ ସଭାପତି ତଥା ରାଜ୍ୟସଭା ସାଂସଦ ମଲ୍ଲିକାର୍ଜୁନ ଖର୍ଗେ ତାଙ୍କୁ ସଂସଦରେ ଅପମାନିତ କରାଯାଇଥିବା ଅଭିଯୋଗ ଆଣିିଛନ୍ତି। ରାଜ୍ୟସଭାରେ ନିଜ ବକ୍ତବ୍ୟ ରଖିବାବେଳେ ସେ କହିଛନ୍ତି, ମଙ୍ଗଳବାର ସଂସଦରେ ମୋର ମାଇକ ବନ୍ଦ କରାଯାଇଥିଲା।

ତେବେ ଏହି ସମୟରେ ଖାର୍ଗେଙ୍କ ପଛରେ କଂଗ୍ରେସ ସାଂସଦମାନେ ଠିଆ ହୋଇଥିଲେ। ଯାହାକୁ ରାଜ୍ୟସଭା ଅଧ୍ୟକ୍ଷ ବିରୋଧ କରିଥିଲେ। ଯାହାକୁ ନେଇ ଖାର୍ଗେ କହିଥିଲେ, ସେମାନେ ମୋ ପଛରେ ଠିଆ ହେବେନି କଣ ସେ ମୋଦିଜୀଙ୍କ ପଛରେ ଠିଆ ହେବେ। ଏହା କହିବା ମାତ୍ରେ ଗୃହରେ ଭାଜପା ସାଂସଦମାନେ ମୋଦି-ମୋଦି ସ୍ଲୋଗାନ ଦେବା ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍‌ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ…

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?