Posted inଜାତୀୟ

୧୭ ଜୁଲାଇରେ ଆରମ୍ଭ ହୋଇପାରେ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୨୮।୬: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ତୃତୀୟ ସପ୍ତାହରେ ଆରମ୍ଭ ହୋଇପାରେ। ଆସନ୍ତା କିଛି ଦିନ ମଧ୍ୟରେ ସଂସଦୀୟ ବ୍ୟାପାର କମିଟି (ସିସିପିଏ) ର ବୈଠକ ଅନୁଷ୍ଠିତ ହେବାକୁ ଯାଉଛି, ଯେଉଁଥିରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସିସିପିଏ ବୈଠକରେ ଅଧ୍ୟକ୍ଷତା କରିବେ।

ସୂଚନା ଅନୁଯାୟୀ, ୨୦୨୩ର ମୌସୁମୀ ଅଧିବେଶନ ୧୭ ଜୁଲାଇରୁ ଆରମ୍ଭ ହୋଇଥିବା ବେଳେ ଗତ ବର୍ଷ ୨୦୨୨ରେ ସଂସଦର ମୌସୁମୀ ଅଧିବେଶନ ୧୮ ଜୁଲାଇରୁ ଆରମ୍ଭ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

CJP ଆସନ୍ତା ମାସରେ ଆରମ୍ଭ କରିବ ଦେଶରେ ବଡ଼ ଅଭିଯାନ; ଜନସାଧାରଣଙ୍କ ସମସ୍ୟା ଶୁଣିବା ପାଇଁ ସେମାନଙ୍କ ପାଖରେ ପହଞ୍ଚିବ

ନୂଆଦିଲ୍ଲୀ,୬।୮: କକ୍ରୋଚ ଜନତା ପାର୍ଟି (CJP) ଆସନ୍ତା ମାସରେ ସାରା ଦେଶରେ ‘କ୍ୟା ବୋଲତି ପବ୍ଲିକ’ (ଜନସାଧାରଣ କ’ଣ କୁହନ୍ତି) ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଦଳର…

ଘରର PNG ଓ ଗାଡ଼ିର CNGରେ ହେବ ବଡ଼ ପରିବର୍ତ୍ତନ! କେନ୍ଦ୍ର ସରକାର ମିଶାଇବେ…

ନୂଆଦିଲ୍ଲୀ,୬।୮: ଦେଶରେ ପରିବେଶ ଅନୁକୂଳ ଇନ୍ଧନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆଗାମୀ ଦିନରେ ଘରୋଇ ରୋଷେଇ ଗ୍ୟାସ…

‘ଡିସେମ୍ବର କାହିଁକି? ସେମାନେ ଏବେ ଆସିବା ଉଚିତ’- ଶେଖ ହାସିନାଙ୍କୁ ଚ୍ୟାଲେଞ୍ଜ କଲେ ତାରିକ ରହମାନଙ୍କ ଜଣେ ସହଯୋଗୀ

ଢାକା/ନୂଆଦିଲ୍ଲୀ,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ ୨୦୨୪ରେ କ୍ଷମତା ଛାଡିବା ପରେ ତାଙ୍କର ପ୍ରଥମ ଭର୍ଚୁଆଲ ପ୍ରେସ କନଫରେନ୍ସରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri