Posted inଜାତୀୟ

ସଂସଦ ଅହଂକାରର ଇଟାରେ ନୁହେଁ, ସାମ୍ବିଧାନିକ ମୂଲ୍ୟବୋଧରେ ନିର୍ମିତ ହେବା ଜରୁରୀ,ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପ୍ରତି ଅପମାନ: ରାହୁଲ…

ନୂଆଦିଲ୍ଲୀ,୨୪।୫ : ୨୮ ମେରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ନୂତନ ସଂସଦ ଭବନର ଉଦଘାଟନ ନେଇ ବିରୋଧୀ ଦଳଙ୍କ ପକ୍ଷରୁ ଲଗାତାର ସମାଲୋଚନା ଜାରି ରହିଛି। କଂଗ୍ରେସ, ଟିଏମସି, ଏଏପି ସମେତ ୧୯ଟି ବିରୋଧୀ ଦଳ ବୁଧବାର ଉଦଘାଟନ ଉତ୍ସବକୁ ବର୍ଜନ କରିବେ ବୋଲି କହିଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଟୁୁଇଟ କରି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଉଦଘାଟନୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ ନକରିବା ନେଇ ସେ ପ୍ରଶ୍ନ ଉଠାଇଛନ୍ତି। ଏହାପୂର୍ବରୁ ସେ ଟୁଇଟ କରି କହିଥିଲେ ଉଦଘାଟନ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ନୁହେଁ ବରଂ ରାଷ୍ଟ୍ରପତିଙ୍କ ଦ୍ୱାରା କରାଯାଉ।

ବିରୋଧୀ ଦଳଙ୍କ ପକ୍ଷରୁ ମିଳିତ ବିବୃତ୍ତି ଜାରି ହେବା ପରେ ରାହୁଲ ଟୁଇଟ କରି କହିଛନ୍ତି, ରାଷ୍ଟ୍ରପତିଙ୍କୁ ସଂସଦର ଉଦଘାଟନ କରିବା କିମ୍ବା ତାଙ୍କୁ ଏହି କାର୍ଯ୍ୟକ୍ରମରେ ନିମନ୍ତ୍ରଣ ନ କରିବା ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପ୍ରତି ଘୋର ଅପମାନ। ସଂସଦ ଅହଂକାରର ଇଟା ଦ୍ୱାରା ନୁହେଁ, ବରଂ ସାମ୍ବିଧାନିକ ମୂଲ୍ୟବୋଧରେ ନିର୍ମିତ ହେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri