Posted inଜାତୀୟ

ଆପରାଧିକ ପ୍ରକ୍ରିୟା (ପରିଚୟ) ବିଲ୍‌ ରାଜ୍ୟ ସଭାରେ ଗୃହୀତ

ନୂଆଦିଲ୍ଲୀ,୬।୪: ଆପରାଧିକ ପ୍ରକ୍ରିୟା (ପରିଚୟ) ବିଲ୍‌, ୨୦୨୨ ଲୋକ ସଭା ପରେ ବୁଧବାର ରାଜ୍ୟ ସଭାରେ ଗୃହୀତ ହୋଇଛି। କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ରାଜ୍ୟ ସଭାରେ ଏହି ବିଲ ଉପସ୍ଥାପନ କରିବାବେଳେ କହିଛନ୍ତି, ଏହି ବିଲ ଆବଶ୍ୟକ। କାରଣ ଆମ ଦେଶରେ, ଅଧାରୁ ଅଧିକ ଗୁରୁତର ମାମଲାରେ ଅପରାଧୀମାନେ କେବଳ ପ୍ରମାଣ ଅଭାବରୁ ଖସିଯାଆନ୍ତି। ଏହି ଆଇନ ହେବା ପୋଲିସକୁ ସେମାନଙ୍କର ଅନୁସନ୍ଧାନ ଏବଂ ପ୍ରମାଣକୁ ଅଧିକ ମଜବୁତ କରିବାରେ ସାହାଯ୍ୟ କରିବ। ଏହି ବିଲ ଆଣିବାର ଉଦ୍ଦେଶ୍ୟ ହେଉଛି ଦୋଷୀଙ୍କୁ ଦଣ୍ଡ ଦେବା ଏବଂ ଜଣେ ନିରୀହ ବ୍ୟକ୍ତିଙ୍କୁ ହଇରାଣ ନ କରିବା। ସେପଟେ ବିରୋଧୀ ଦଳଗୁଡ଼ିକ ବିଲ୍‌କୁ ବିରୋଧ କରିବା ସହ ମାନବାଧିକାର ପ୍ରସଙ୍ଗ ଉଠାଇଥିଲେ। ଏହି ବିଲ ଉପରେ ନିଜ ମତ ରଖି କଂଗ୍ରେସର ବରିଷ୍ଠ ନେତା ପି ଚିଦାମ୍ବରମ କହିଛନ୍ତି ଯେ, ମୁଁ ଦୁଃଖିତ ଯେ ଏହି ବିଲ ସମ୍ବିଧାନ ଭଙ୍ଗ କରୁଛି। ଏହି ବିଲ ଆଣିବା ପୂର୍ବରୁ କୌଣସି ପରାମର୍ଶ ନିଆଯାଇ ନାହିଁ।
ପ୍ରସ୍ତାବିତ ଆଇନ ପୋଲିସକୁ ଅପରାଧୀ ଓ ଅଭିଯୁକ୍ତମାନଙ୍କ ଶାରୀରିକ ଓ ଜୈବିକ ନମୁନା ସଂଗ୍ରହ କରିବା ଲାଗି କ୍ଷମତା ପ୍ରଦାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତା ଜିତୁ ଚୌଧୁରୀଙ୍କୁ ଗୁଳିକରି ହତ୍ୟା

ନୂଆଦିଲ୍ଲୀ,୨୧ ।୪: ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ଏବେ ଯେମିତି ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିଯାଇଛି । ନିକଟରେ ଜାହାଙ୍ଗୀରପୁରୀରେ ହୋଇଥିବା ହିଂସା ଥମି ନ ଥିବା...

‘ଜେଡିୟୁ-ଆର୍‌ଜେଡି ମେଣ୍ଟର ପ୍ରଭାବ ରହିବନି’

ନୂଆଦିଲ୍ଲୀ,୧୫ା୮: ବିହାରରେ ସଂଯୁକ୍ତ ଜନତା ଦଳ (ଜେଡିୟୁ) ଏବଂ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି)କୁ ନେଇ ନବଗଠିତ ମେଣ୍ଟ ୨୦୨୪ ସାଧାରଣ ନିର୍ବାଚନରେ ଜାତୀୟ ରାଜନୀତିକୁ...

ଅତିକ-ଅଶରଫ ହତ୍ୟା ମାମଲା: ଅସନ୍ତୁଷ୍ଟ ଭାଜପା ହାଇକମାଣ୍ଡ ଦେଲେ କଡା ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୬।୪: ମାଫିଆ ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କୁ ଶନିବାର ଗୁଳି କରି ହତ୍ୟା କରାଯିବା ପରଠାରୁ ରାଜନୈତିକ ଜଗତରୁ ଲଗାତାର ପ୍ରତିକ୍ରିୟାମାନ ଆସୁଛି।...

ଗଙ୍ଗାରେ ବାପାଙ୍କ ଅସ୍ଥି ବିସର୍ଜନ ବେଳେ ଭାବୁକ ହେଲେ ରୋହନ

ଗଙ୍ଗାରେ ବାପାଙ୍କ ଅସ୍ଥି ବିସର୍ଜନ ବେଳେ ଭାବୁକ ହେଲେ ରୋହନ ହରିଦ୍ୱାର,୨୬।୮: ଉତ୍ତରାଖଣ୍ଡ ହରିଦ୍ୱାରର ହରକି ପୋଡି ସ୍ଥିତ ବ୍ରହ୍ମାକୁଣ୍ଡରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପାର...

୫୧ ବର୍ଷରେ ରାହୁଲ: ଛଦ୍ମନାମ ରଖି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ପଢ଼ିଥିଲେ ପାଠ; ମ୍ୟାନେଜମେଣ୍ଟ କମ୍ପାନୀରେ…

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆଜି ହେଉଛି ଜନ୍ମଦିନ। ଶନିବାର ୫୧ ବର୍ଷର ହୋଇଛନ୍ତି ରାହୁଲ। ଗାନ୍ଧୀ-ନେହେରୁ ପରିବାରରୁ ଆସିଥିବା ରାହୁଲଙ୍କ ଜୀବନ ଏବଂ...

ପୋଲାଭରମ ଯୋଗୁ ଓଡ଼ିଶାର ୧୦୦୨ ପରିବାର ପ୍ରଭାବିତ ହେବେ

ନୂଆଦିଲ୍ଲୀ, ୩ା୨: ଆନ୍ଧ୍ର ପ୍ରଦେଶରେ ନିର୍ମାଣାଧୀନ ବହୁମୁଖୀ ନଦୀବନ୍ଧ ପୋଲାଭରମ ପ୍ରକଳ୍ପ ଯୋଗୁ ଓଡ଼ିଶାର ଅନୂ୍ୟନ ୧୦୦୨ ପରିବାର ପ୍ରଭାବିତ ହେବେ। ସେଥିରୁ ୯୦୩ ପରିବାର...

ମମତାଙ୍କୁ ବିବେକ ଅଗ୍ନିହୋତ୍ରୀଙ୍କ ଆଇନଗତ ନୋଟିସ…

କୋଲକାତା,୯।୫ : ଚଳଚ୍ଚିତ୍ର ର୍ନିମାତା ବିବେକ ଅଗ୍ନିହୋତ୍ରୀ ମଙ୍ଗଳବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ତାଙ୍କ ୨୦୨୨ ବ୍ଲକବଷ୍ଟର ‘କଶ୍ମୀର ଫାଇଲ’ରେ ଦେଇଥିବା ମନ୍ତବ୍ୟ ଉପରେ...

ଜେଏନ୍‌ୟୁ ଦୀକ୍ଷାନ୍ତ ସମାରୋହ: ଫି ବୃଦ୍ଧି ନେଇ ଶିକ୍ଷାର୍ଥୀଙ୍କ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୧୧।୧୧: ଜେଏନ୍‌ୟୁର ଦୀକ୍ଷାନ୍ତ ସମାରୋହ ସୋମବାର ସମ୍ପନ୍ନ ହୋଇଛି। ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ ବାହାରେ ଶିକ୍ଷାର୍ଥୀ ହଷ୍ଟେଲ୍‌ ଫି ବୃଦ୍ଧି ଏବଂ ଡ୍ରେସ୍‌ କୋଡ୍‌ ନେଇ ବିକ୍ଷୋଭ...

Advertisement
Archives

Model This Week