ନେପାଳରେ ସଂସଦ ଅଧିବେଶନ ଆରମ୍ଭ, ବିଶ୍ୱାସ ମତ ଉପରେ ଆଜି ହୋଇପାରେ ଭୋଟିଂ

କାଠମାଣ୍ଡୁ,୧୦ ।୧: ନେପାଳ ସଂସଦର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଯାଇଛି । ବିଶ୍ୱାସ ମତ ଉପରେ ମଙ୍ଗଳବାର ଭୋଟ ହୋଇପାରେ । ଅଧିବେଶନର ପ୍ରଥମ ଦିନରେ ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ’ପ୍ରଚଣ୍ଡ’ କହିଛନ୍ତି, ଦେଶର ସମୃଦ୍ଧି ପାଇଁ ସାମୁହିକ ପ୍ରୟାସର ଆବଶ୍ୟକତା ରହିଛି । ସେ ଭରସା ଦେଇଛନ୍ତି କି ନୂଆ ସଂସଦ ସଫଳତା ପୂର୍ବକ ଜନତାଙ୍କ ଆଶାକୁ ପୂରଣ କରିବ ।
ନଭେମ୍ବରରେ ହୋଇଥିବା ସାଧାରଣ ନିର୍ବାଚନ ପରେ ପ୍ରତିନିଧି ସଭାର ପ୍ରଥମ ବୈଠକରେ ପ୍ରଚଣ୍ଡ କହିଛନ୍ତି, ମୁଁ ନା କେବଳ ବିଶ୍ୱାସ ମତ ପ୍ରାପ୍ତ କରିବାକୁ ନେଇ ଆଶ୍ୱସ୍ତ ରହିଛି, ବରଂ ମୋର ବିଶ୍ୱାସ ରହିଛି କି ମତକୁ ନେଇ ସମ୍ପୂର୍ଣ୍ଣ ସଦନ ଏକଜୁଟ ହେବ । ସିପିଏନ-ମାଓବାଦୀ କେନ୍ଦ୍ରର ନେତା ୬୮ ବର୍ଷିୟ ପ୍ରଚଣ୍ଡ ଗତବର୍ଷ ୨୬ ଡିସେମ୍ବରରେ ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri