Posted inଜାତୀୟ

ସଂସଦୀୟ ଦଳର ବୈଠକ ଡାକିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୪।୯: ସଂସଦର ସ୍ବତନ୍ତ୍ର ଅଧିବେଶନ ପୂର୍ବରୁ ମଙ୍ଗଳବାର କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଏକ ବୈଠକ ଡାକିଛନ୍ତି। ଏହାପୂର୍ବରୁ ସୋନିଆଙ୍କୁ ସାମାନ୍ୟ ଜ୍ୱର ପରେ ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ଏବଂ ଆଜି ଅର୍ଥାତ୍‌ ସୋମବାର ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି।

ସୂଚନା ଅନୁଯାୟୀ, ସଂସଦର ସ୍ବତନ୍ତ୍ର ଅଧିବେଶନରେ ଆଲୋଚନା ବାକୁ ଥିବା ପ୍ରସଙ୍ଗ ଏବଂ କଂଗ୍ରେସର ରଣନୀତି ଏହି ବୈଠକରେ ଆଲୋଚନା ହେବ। ଏହା ବ୍ୟତୀତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଧ୍ୟ ସାଂସଦଙ୍କ ଏକ ବୈଠକ ଡକାଇଛନ୍ତି। ସଂସଦର ସ୍ବତନ୍ତ୍ର ଅଧିବେଶନ ୧୮ ସେପ୍ଟେମ୍ବରରୁ ୨୨ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…

ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ…

ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri