Posted inଜାତୀୟ

ଜୁଲାଇ ୨୩ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୧୫।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଆସନ୍ତା ଜୁଲାଇ ୨୩ରେ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବ। ସଂସଦ ଭବନର ସେଣ୍ଟ୍ରାଲ ହଲ୍‌ରେ ବିଦାୟକାଳୀନ ସମାରୋହ ଅନୁଷ୍ଠିତ ହେବ। ଏହି ଅବସରରେ ଭାରତର ଉପରାଷ୍ଚ୍ରପତି ଏମ. ଭେଙ୍କେୟା ନାଇଡ଼ୁ, ଲୋକ ସଭା ବାଚସ୍ପତି ଓମ ବିର୍ଲା, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅନ୍ୟ ଏମ୍‌ପିମାନେ ଉପସ୍ଥିତ ରହିବେ। ବିଦାୟ ଉତ୍ସବ ସମୟରେ ରାମନାଥଙ୍କୁ ଲୋକ ସଭା ସଦସ୍ୟଙ୍କ ତରଫରୁ ପ୍ରଶସ୍ତି ପତ୍ର, ସ୍ମୃତି ଚିହ୍ନ ଓ ଏମ୍‌ପିମାନଙ୍କ ଦ୍ୱାରା ସ୍ବାକ୍ଷରିତ ହୋଇଥିବା ହସ୍ତାକ୍ଷର ପୁସ୍ତିକା ଦଆଯିବ। ବାଚସ୍ପତି ବିଦାୟୀ ଭାଷଣ ଦେବେ।
ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଦେବାକୁ ଥିବା ସାଂସଦ ହସ୍ତାକ୍ଷର ପୁସ୍ତିକାକୁ ୧୮ରୁ ୨୧ ଜୁଲାଇ ପର୍ଯ୍ୟନ୍ତ ସଂସଦର ସେଣ୍ଟ୍ରାଲ ହଲରେ ରଖାଯିବ କାରଣ ଏମ୍‌ପିମାନେ ଏଥିରେ ସ୍ବାକ୍ଷର କରିବେ। ଏହା ପୂର୍ବରୁ ଜୁଲାଇ ୧୬ରେ ରାଷ୍ଟ୍ରପତି ଭବନରେ ସମସ୍ତ କେନ୍ଦ୍ରମନ୍ତ୍ରୀ ଓ ରାଜ୍ୟପାଳମାନଙ୍କ ପାଇଁ ଏକ ରାତ୍ରିଭୋଜନର ଆୟୋଜନ ହେବ। ଆସନ୍ତା ଜୁଲାଇ ୨୫ରେ ଭାରତର ନୂଆ ରାଷ୍ଟ୍ରପତି ଶପଥ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

‘ଘିବଲି’ ଦୁନିଆ: ଅପରାଧ ଓ ଆଇନ

ମସାମୟିକ ଧାରାରେ ନିଜକୁ ଅଂଶୀଦାର କରିବାର ମାନସିକତା ବିଶ୍ୱ, ପରିବେଶ ସର୍ବୋପରି ମାନବ ସଭ୍ୟତାକୁ ତା’ର ଅଜ୍ଞାତସାରରେ ବିଲୟର କେଉଁ ଦିଗକୁ ଟାଣିନେଇ ଚାଲିଛି ତାହା ବୋଧହୁଏ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ନାଗରିକ ସ୍ବାଧୀନତା କ୍ଷୁଣ୍ଣ

୨୦୨୧ ମସିହା ୫ ମାର୍ଚ୍ଚରେ ଭାରତ ସରକାରଙ୍କ ପ୍ରେସ୍‌ ଇନ୍‌ଫର୍ମେଶନ ବ୍ୟୁରୋ (ପିଆଇବି) ପକ୍ଷରୁ ଏକ ବିବୃତି ଜାରି କରାଯାଇଥିଲା, ଯାହାର ଶୀର୍ଷକ ଥିଲା ”ଏକ ସ୍ବାଧୀନ…

୩ ରାଶିଙ୍କ ଉପରେ ପଡିଲା ଶନିଙ୍କ ଶୁଭଦୃଷ୍ଟି: ୨୦୨୭ ମଝି ଯାଏ ଗୋଲ୍‌ଡେନ୍‌ ଟାଇମ୍‌, ମାଲାମାଲ ସହ ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହାର ପ୍ରଭାବ ୨୦୨୭ ପର୍ଯ୍ୟନ୍ତ ଦେଖିବାକୁ ମିଳିପାରେ ବୋଲି ଜ୍ୟୋତିଷୀଙ୍କ…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?