Posted inଜାତୀୟ

ଦେଶର ୨୫୭ ଥାନାରେ ନାହିଁ ଗାଡ଼ି, ୬୩୮ରେ ନାହିଁ ଫୋନ!

ନୂଆଦିଲ୍ଲୀ,୧୧ ।୨: ସଂସଦର ଏକ ସ୍ଥାୟୀ ସମିତି ଗୁରୁବାର ସଂସଦରେ ପ୍ରସ୍ତୁତ ନିଜ ରିପୋର୍ଟରେ ଦର୍ଶାଇଛି କି ଦେଶର ୨୫୭ ଥାନରେ କୌଣସି ଗାଡ଼ି ନାହିଁ ଓ ୬୩୮ ଥାନାରେ ଟେଲିଫୋନ ନାହିଁ । କଂଗ୍ରେସ ନେତା ଆନନ୍ଦ ଶର୍ମାଙ୍କ ଅଧ୍ୟକ୍ଷତାରେ ଗୃହ ମନ୍ତ୍ରଣାଳୟ ସମ୍ବନ୍ଧିୟ ସ୍ଥାୟୀ ସମିତି କହିଛି ୧ ଜାନୁୟାରୀ, ୨୦୨୦ର ସ୍ଥିତି ଅନୁଯାୟୀ ଦେଶରେ ୧୬,୮୩୩ ଥାନା ମଧ୍ୟରୁ ୨୫୭ରେ ଗାଡ଼ି ନାହିଁ ଓ ୬୩୮ଟିରେ ଟେଲିଫୋନ ନାହିଁ । ଏହାସହ ୧୩୪ ଥାନାରେ ୱୟାରଲେସ ବା ମୋବାଇଲ ଫୋନ ନାହିଁ ।
ସମିତି କହିଛି ଆଧୁନିକ ପୋଲିସ ପ୍ରଣାଳୀରେ ସୁଦୃଢ ସଂଚାର ସମର୍ଥନ, ଆଧୁନିକ ଉପକରଣ ଓ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଲାଗି ଏସବୁ ଜରୁରୀ । ୨୧ଶ ଶତାବ୍ଦୀରେ ବି ଭାରତ ବିଶେଷ କରି ଅରୁଣାଚଳ ପ୍ରଦେଶ, ଓଡ଼ିଶା ଓ ପଞ୍ଜାବ ଭଳି ସମ୍ବେଦନଶୀଳ ରାଜ୍ୟର ଥାନା ଟେଲିଫୋନ ଅବା ୱୟାରଲୋସ କନେକଟିଭିଟି ବିନା ଚାଲୁଛି । ଯେଉଁଠିକି ଏହି ରାଜ୍ୟମାନଙ୍କ ମଧ୍ୟରୁ ୨୦୧୮-୧୯ରେ କିଛି ଥାନା ଭଲ ପ୍ରଦର୍ଶନ ପାଇଁ ସମ୍ମାନୀତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri