ଫେସ୍‌ବୁକ୍‌,ଟୁଇଟରକୁ ପାର୍ଲାମେଣ୍ଟ କମିଟିର ସମନ

ନୂଆଦିଲ୍ଲୀ: ପାର୍ଲାମେଣ୍ଟର ଯୁଗ୍ମ କମିଟି ପକ୍ଷରୁ ସୋସିଆଲ ମିଡିଆ କମ୍ପାନୀ ଫେସ୍‌ବୁକ୍‌ ଏବଂ ଟୁଇଟରକୁ ଗୁରୁବାର ସମନ ଜାରି କରାଯାଇଛି। ଭାଜପା ଏମ୍‌ପି ମୀନାକ୍ଷୀ ଲେଖୀଙ୍କ ଅଧ୍ୟକ୍ଷତାରେ ଗଠିତ ବ୍ୟକ୍ତିଗତ ଡାଟା ସୁରକ୍ଷା ଆଇନ-୨୦୧୯ ସମ୍ପର୍କିତ ପାର୍ଲାମେଣ୍ଟର ଯୁଗ୍ମ କମିଟି ସାମ୍ନାରେ ପ୍ରମୁଖ ଟେକ୍ନୋଲୋଜି କମ୍ପାନୀର ଅଧିକାରୀ ହାଜର ହେବାକୁ କୁହାଯାଇଛି। ଡାଟା ସୁରକ୍ଷା ଏବଂ ପ୍ରିଭେସି ପ୍ରସଙ୍ଗରେ କମିଟି ଏଭଳି ସମନ ଜାରି କରିଛି। ଫେସ୍‌ବୁକ୍‌ ପ୍ରତିନିଧି କମିଟି ଆଗରେ ଶୁକ୍ରବାର ହାଜର ହେବାକୁ ନିର୍ଦ୍ଦେଶ ରହିଛି। ସେହିଭଳି ଅକ୍ଟୋବର ୨୮ରେ ଟୁଇଟରର ପ୍ରତିନିଧି ହାଜର ହେବାକୁ ନୋଟିସ ଜାରି ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବହି ତ୍ରୁଟିକୁ ନେଇ ଆକ୍ସନରେ ମୁଖ୍ୟମନ୍ତ୍ରୀ: ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୬: ସ୍କୁଲ ବହି ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କମିଟି ସୁପାରିସ ଅନୁଯାୟୀ ମୁଖ୍ୟମନ୍ତ୍ରୀ ୪ଜଣ…

ସାବଧାନ! ୧ ଜୁଲାଇରୁ ବଦଳିଯିବ ଏହି ସବୁ ନିୟମ; ମହଙ୍ଗା ପଡ଼ିବ ନା ଆଶ୍ୱସ୍ତି ମିଳିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୬: ପ୍ରତି ମାସର ପହିଲା ତାରିଖ ନିଜ ସହିତ କିଛି ନୂଆ ନିୟମ ନେଇ ଆସିଥାଏ। ଜୁନ ମାସ ଏବେ ଶେଷ ହେବାକୁ ଯାଉଛି ଏବଂ ଜୁଲାଇ…

‘ସୂର୍ଯ୍ୟବଂଶୀଙ୍କ ଉପରେ ଖୁବ ଶୀଘ୍ର ବଢ଼ିବ ଚାପ, ତେଣୁ ଏବେ…’: ଭାଇରାଲ ହେଉଛି ଅଶ୍ୱିନଙ୍କ ବିଶେଷ ଉପଦେଶ

ନୂଆଦିଲ୍ଲୀ,୨୬।୬: ପୂର୍ବତନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀଙ୍କୁ ମୂଲ୍ୟବାନ ପରାମର୍ଶ ଦେଇ କହିଛନ୍ତି ଯେ ଏହି ପର୍ଯ୍ୟାୟରେ ସେ କୌଣସି ଚାପ…

କ୍ରିକେଟ ଦୁନିଆରେ ବଲିଉଡ ଷ୍ଟାର୍‌ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ଏହି ଦଳର ହେଲେ ମାଲିକ

ନୂଆଦିଲ୍ଲୀ,୨୬।୬: ବଲିଉଡର ଅନେକ ତାରକା କ୍ରିକେଟ ଦୁନିଆରେ ମଧ୍ୟ ବେଶ ନାଁ କମାଇଛନ୍ତି। କୋଲକାତା ନାଇଟ ରାଇଡର୍ସର ମାଲିକ ଶାହରୁଖ ଖାନ ହୁଅନ୍ତୁ କିମ୍ବା ପଞ୍ଜାବ କିଙ୍ଗସର…

ରାଶନ ଚାଉଳ ଆଣିବାକୁ ଯିବାବେଳେ ହେଲା ବଜ୍ରାଘାତ: ବଡ଼ଭାଇ ମୃତ, ସାନ ଭାଇ ଗୁରୁତର

ମୋହନା, ୨୬।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ ଅନୁଗୁର ପଞ୍ଚାୟତର କଟାମା ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।…

କାର୍‌ରେ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ସରକାରୀ ଶିକ୍ଷକ

ଟିଟିଲାଗଡ଼,୨୬।୬: ୨୬ ନମ୍ବର ଜାତୀୟ ରାଜପଥ ବରଗାଁ ଛକରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଗଞ୍ଜେଇ ଚାଲାଣ ବେଳେ ଧରାପଡ଼ିଛନ୍ତି ୨ଜଣ ସରକାରୀ ଶିକ୍ଷକ। ଏହି…

ମୋତେ ମଦ ଦିଅ…ଜେଲ୍‌ରେ ଥାଇ ପୋଲିସ ଆଗରେ ଏମିତି ଡିମାଣ୍ଡ କଲେ ସିୟା

ପୁଣେ,୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁକୁ ନେଇ ଥମୁନି ଚର୍ଚ୍ଚା। ଏହି ଘଟଣାରେ ଗୋଟିଏ ପରେ ଗୋଟିଏ ଗୁମର ଖୋଲୁଛି। ସିୟା…

ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ମ୍ୟାଚ ପୂର୍ବରୁ, ଆୟର୍ଲାଣ୍ଡ ଖେଳାଳି ଦେଲେ ବଡ଼ ବୟାନ କହିଲେ -‘ସେ ୧୫ ବର୍ଷ ବୟସର ଆଉ…’

ନୂଆଦିଲ୍ଲୀ,୨୬।୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଆଜି, ଅର୍ଥାତ ଶୁକ୍ରବାର ଜୁନ ୨୬ରେ ଅନୁଷ୍ଠିତ ହେବ। ଏହି ମ୍ୟାଚରେ ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri