Posted inଫୁରସତ

ସ୍କେଟିଂ କରୁଛି ଶୁଆ

ସ୍କେଟିଂ କରିବା ଆଦୌ ସହଜ କଥା ନୁହେଁ। ଖାଲ ଢିପ ରାସ୍ତା ସହ ଉଚ୍ଚା ନିଚ୍ଚା ର଼୍ୟାମ୍ପରେ ସ୍କେଟିଂ କରିବାବେଳେ ନିଜ ଭାରସାମ୍ୟ ରକ୍ଷା କରିବା ଜରୁରୀ ହୋଇଥାଏ। ଟିକେ ଏପଟ ସେପଟ ହେଲେ ଦୁର୍ଘଟଣା ହେବା ସୁନଶ୍ଚିତ। ଏହାକୁ କରିବା ପାଇଁ ମଣିଷ ଦଶ ଥର ଭାବୁଥିବାବେଳେ ଶୁଆଟିଏ ଚମତ୍କାରଭାବେ ସ୍କେଟିଂ କରୁଥିତ୍ବାର ଏକ ଭିଡିଓ ଏବେ ବେଶ୍‌ ଚର୍ଚ୍ଚାରେ ଅଛି। ନୀଳ ରଙ୍ଗର ଏଇ ଶୁଆଟିକୁ ତା’ର ମାଲିକାଣୀ ବେଶ୍‌ ଭଲଭାବେ ତାଲିମ୍‌ ଦେଇଛନ୍ତି। ଫଳରେ ସେ ଏକ ଛୋଟ ଖାଲ ଢିପ ଥିବା ର଼୍ୟାମ୍ପରେ ବେଶ୍‌ ଆରାମରେ ସ୍କେଟିଂ କରିପାରୁଛି। ଏଭଳି କଲାବେେ ଶୁଆଟି ନା ଡରୁଛି ନା ତା’ର ଭାରସାମ୍ୟ ବିଗୁଡିଛି। ବେଶ୍‌ ଆରାମରେ ସେ ପେସାଦାର ସ୍କେଟ ବୋର୍ଡର ପରି ସ୍କେଟିଂ କରୁଛି। ଶୁଆଟିର ମାଲିକାଣୀ କୁହନ୍ତି, ‘ପଶୁପକ୍ଷୀଙ୍କୁ ଉଚିତ ତାଲିମ ଦେଲେ ସେମାନେ ମଣିଷ ପରି କାମ କରିପାରିବେ। ତେବେ ତାଙ୍କୁ ଏସବୁ ଶିଖାଇବାବେଳେ ଉପହାରସ୍ବରୂପ ତାଙ୍କ ମନପସନ୍ଦର ଖାଦ୍ୟ ଦେଉଥିବେ। ଫଳରେ ସେମାନେ ଖୁସିରେ ଏସବୁ ଶିଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri