ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର ହେବାକୁ ଯାଉଛି। ଓଡ଼ିଶା କାହିଁକି ପଛରେ ରହିବ, ସୋର କାହିଁକି ପଛରେ ରହିବ। କେନ୍ଦ୍ରୀୟ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ। ଟିକେଟ୍‌ ପାଇଁ କୌଣସି ଆଶା ଅଛି କି ପ୍ରଶ୍ନରେ ପର୍ଶୁରାମ କହିଛନ୍ତି , କୌଣସି ଆଶା ନାହିଁ, ଦଳ ଯାହା ଦାୟିତ୍ୱ ଦେବ ତାହା ତୁଲାଇବି।


Enter your email to get our daily news in your inbox.

All Right Reserved By Dharitri.Com

ବାଛୁରୀକୁ ଖାଇଦେଲା ବାଘ! ଗାଁରେ ଖେଲିଗଲା ଆତଙ୍କ

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ଆମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଖେଳିଯାଇଛି। ବୁଧବାର ବିଳମ୍ବିତ ରାତିରେ ଉକ୍ତ ବ୍ଲକ ଅନ୍ତର୍ଗତ କର୍ଲା ଗ୍ରାମର ଗୋପାଳ ଭୋଇଙ୍କ ଗୁହାଳରେ…

ଜିତୁ ମୁଣ୍ଡାଙ୍କୁ ମାସକର ଦରମା ଦେବେ ରାଜସ୍ଥାନ ଭାଜପା ମନ୍ତ୍ରୀ: କହୁ କହୁ କହିଦେଲେ ଏମିତି କଥା

ଜୟପୁର,୩୦ା୪ (ପି.ଟି.):କେନ୍ଦୁଝର ଜିଲାରେ ଜମା ଟଙ୍କା ପାଇବା ପାଇଁ ବ୍ୟାଙ୍କକୁ ଜଣେ ଆଦିବାସୀ ବ୍ୟକ୍ତି ଭଉଣୀଙ୍କ କଙ୍କାଳ ବୋହି ଆଣିବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ…

ସମୃଦ୍ଧିର ପ୍ରତୀକ

ଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ ସମୃଦ୍ଧିର ପ୍ରତୀକ…

ଦିନରେ ଗୁଳୁଗୁଳି, ଅପରାହ୍ନରେ ଝଡ଼ବର୍ଷା: ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୩୦ା୪(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୬ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ ଅପରାହ୍ନରେ ଝଡ଼ବର୍ଷା…

ଧାନବିକ୍ରି ନ ହେବା ଘଟଣାରେ ଉଚ୍ଚ ନ୍ୟାୟାଳୟର ବଡ଼ ରାୟ: ଯାଞ୍ଚ କରି ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ବରଗଡ,୩୦।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଚାଷୀଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ଦେଖାଦେଇଥିବା ସମସ୍ୟାର ସମାଧାନ ପାଇଁ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୫-୨୬ ବର୍ଷର ଖରିଫ…

୨୦୩୦ ସୁଦ୍ଧା ଚନ୍ଦ୍ରରେ ବସତି ସ୍ଥାପନ ପ୍ରସ୍ତୁତି: ଫୁଲି ପାରୁଥିବା ଘରେ ରହିବେ ମହାକାଶଚାରୀ

ୱାଶିଂଟନ/ସିଙ୍ଗାପୁର, ୩୦ା୪:ଚନ୍ଦ୍ର ପୃଷ୍ଠରେ ମଣିଷ ରହିବା ଏବେ ଆଉ କେବଳ କଳ୍ପନା ହୋଇ ରହିନାହିଁ। ଆସନ୍ତା ୨୦୩୦ ସୁଦ୍ଧା ଚନ୍ଦ୍ରରେ ଏକ ସ୍ଥାୟୀ ମାନବ ବସତି ସ୍ଥାପନ…

ଆମେରିକା ପାସ୍‌ପୋର୍ଟରେ ଟ୍ରମ୍ପ୍‌ଙ୍କ ଫଟୋ: ବଢୁଛି ଚର୍ଚ୍ଚା

ୱାଶିଂଟନ୍‌, ୩୦ା୪:ଆମେରିକା ପାସ୍‌ପାର୍ଟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଫଟୋ ଦେଖିବାକୁ ମିଳିବ ବୋଲି ମଙ୍ଗଳବାର ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି। ସରକାରୀ ଅନୁଷ୍ଠାନଗୁଡ଼ିକ ଉପରେ ନିଜର ବ୍ୟକ୍ତିଗତ…

ଆଜି ବିଧାନସଭାର ସ୍ବତନ୍ତ୍ର ଅଧିବେଶନ: ମହିଳା ପ୍ରସଙ୍ଗରେ…

ଭୁବନେଶ୍ୱର,୩୦ା୪(ରବିନାରାୟଣ ଜେନା):ବିଧାନସଭାର ଦିନିକିଆ ସ୍ବତନ୍ତ୍ର ଅଧିବେଶନ ଗୁରୁବାର ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ତ୍ରିସ୍ତରୀୟ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri