ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି। ଟିକେଟ୍‌ ନ ଦେବାରୁ ନିକଟରେ ପର୍ଶୁରାମ ବିଜେଡି ଛାଡ଼ିଥିଲେ । ଭାଜପାରେ ମିଶିବା ପରେ ପର୍ଶୁରାମ କହିଛନ୍ତି, ଦଳ ଯାହା ନିଷ୍ପତ୍ତି ନେବ ତାକୁ ମାନିବି, ୧୦ ବର୍ଷ ପରେ ଘରକୁ ଫେରିବାକୁ ସୁଯୋଗ ଦେଇଥିବାରୁ ଭାଜପାକୁ ଧନ୍ୟବାଦ ।

 


Enter your email to get our daily news in your inbox.

All Right Reserved By Dharitri.Com

ପାଷ୍ଟିକୁଡି ଜମି ଉଚ୍ଛେଦ: ପ୍ରଶାସନ-ସ୍ଥାୟୀ ବାସିନ୍ଦା ମୁହାଁମୁହିଁ, ବିଧାୟକ କହିଲେ…

କେସିଙ୍ଗା,୨୦।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ଦେଇ ଜାତୀୟ ରାଜପଥ-୨୬ ଭବାନୀପାଟଣା ଅଭିମୁଖେ ଯାଇଛି। ଏହି ପାଷ୍ଟିକୁଡ଼ି ଗ୍ରାମର ଚାରିଛକ ଠାରେ…

ଡିଜେ ଗାଡିର ସାଉଣ୍ଡରେ ମହିଳା ମୃତ: ଶବ ରଖି ରାସ୍ତା ଅବରୋଧ କଲେ ପରିବାର ଲୋକେ

ପାଟଣାଗଡ଼ ୨୦।୬ (ସଚ୍ଚିଦାନନ୍ଦ ମହାକୁର) ବଲାଙ୍ଗୀର ଜିଲା ପାଟଣାଗଡ ଥାନା ଏନଏସି ବ୍ରାହ୍ମପୁରା ସ୍ଥିତ ସଅଁରା ପଡ଼ାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।…

ଅନିଲଙ୍କ ଅକାଳ ବିୟୋଗ: ରୋଜଗାରିଆ ପୁଅକୁ ହରାଇ କାନ୍ଧୁଛନ୍ତି ମା’ ବାପା

ଗଞ୍ଜାମ,୨୦।୬(ବିଦ୍ୟାଧର ସାହୁ ): ଅଜଣା ଗାଡି ଧକ୍କାରେ ଚାଲିଗଲା ଜୀବନ । ରୋଜଗାରିଆ ପୁଅକୁ ହରାଇ ଚିନ୍ତାରେ ମା’ ବାପା । ଏଭଳି ଏକ ସମ୍ବେଦନଶୀଳ ଘଟଣା…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା: ବଢ଼ିଲା ଜନ ଅସନ୍ତୋଷ

ବରଗଡ଼,୨୦।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ବନ୍ଦ ହୋଇଯିବ। ଆସନ୍ତା ଅଗଷ୍ଟ ୧୯ରୁ ଏହାକୁ ସମ୍ପୂର୍ଣ୍ଣଭାବେ ବନ୍ଦ କରି…

କାମ କରିବାକୁ ଯାଇ ସ୍ବାମୀ ନିଖୋଜ, ଖୋଜି ଆଣିବାକୁ ଜିଲା ପ୍ରଶାସନ ନିକଟରେ ଗୁହାରୀ କଲେ ସ୍ତ୍ରୀ

ଛତ୍ରପୁର,୨୦।୬(ଦିଲ୍ଲୀପି ସାମଲ): ଗଞ୍ଜାମ ଜିଲା ବେଗୁନିଆପଡା ଥାନା ଅନ୍ତର୍ଗତ ପି. ନୂଆଗାଁ ଗ୍ରାମର ମହେନ୍ଦ୍ର ଦାସ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଫେରିନଥିବାରୁ ତାଙ୍କୁ ଖୋଜି…

ଝାନ୍‌ସୀଙ୍କ କମାଲ: ଜିଲା ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୦ା୬ (ଉତ୍ତମ କୁମାର ଦାଶ):ନୂଆଦିଲ୍ଲୀସ୍ଥିତ ସଂସଦ ଭବନର ସେଣ୍ଟ୍ରାଲ ହଲରେ ଗତ ୧୫ରୁ ୧୭ ତାରିଖ ଯାଏ ଜାତୀୟ ସ୍ତରୀୟ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ୨୦୨୬…

୧୨ରେ ବଦଳି, ୧୮ରେ ବାତିଲ: କଳାହାଣ୍ଡି ଶିକ୍ଷା ବିଭାଗରେ ବଦଳି ନାଟକ

ଭବାନୀପାଟଣା,୨୦ା୬(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ ସରକାରୀ ନିୟମ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଚିଠିକୁ ବେଖାତିର କରି ମନମୁଖୀ କାର୍ଯ୍ୟ ଚାଲିଥିବା ଭଳି ଘଟଣା…

ଅଜଣା ରୋଗରେ ପୀଡିତ ଜୟଲାଲ, ସରକାରୀ ସହାୟତା ପାଇଁ ନିବେଦନ

ନୂଆପଡ଼ା,୨୦ା୬ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ପଞ୍ଚାୟତ ଧରମପୁର ଗଁାର ଜୟଲାଲ ଖର୍ସେଲ (୩୨) ଏକ ଅଜଣା ରୋଗରେ ପୀଡିତ ହୋଇ ଶଯ୍ୟାଶାୟୀ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri