ସୁରଟରେ ଉତ୍କଳ ବ୍ରାହ୍ମଣ ପରିବାର ପକ୍ଷରୁ ପର୍ଶୁରାମ ଜୟନ୍ତୀ

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ)-ସୁରଟ ଉତ୍କଳ ବ୍ରାହ୍ମଣ ପରିବାର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମଙ୍ଗଳବାର ପର୍ଶୁରାମ ଜୟନ୍ତୀ ପାଳିତ ହୋଇଯାଇଛି। ସଭାପତି ଭାବଗ୍ରାହୀ ପଣ୍ଡାଙ୍କ ତତ୍ତ୍ୱାବଧାନରେ ବିଗତ ତିନି ବର୍ଷ ଧରି ଏହି ଉତ୍ସବ ପାଳିତ ହେଉଛି। ମଙ୍ଗଳବାର ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉଦନା ବିଧାୟକ ମନୁ ଭାଇ ପଟେଲ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବେ ଅଜମେରା ଫେସନ ଡିରେକଟର ଅଜୟ ଭାଇ ଅଜମେରା ଏବଂ ସମ୍ମାନୀତ ଅତିଥି ଭାବେ ସେଲ ପେଟ୍ରୋଲିୟମ ଡିରେକଟର ଧୀରେନ୍ଦ୍ର ମିଶ୍ର, ଆନ୍ତର୍ଜାତୀୟ ହିନ୍ଦୁ ପରିଷଦ ଅଧକ୍ଷ, ସୁରତ ଯୋଗେନ୍ଦ୍ର ସାହାଣୀ ଯୋଗଦେଇ ପର୍ଶୁରାମ ଜୟନ୍ତୀ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ଏହାପରେ କଳାକାର ଓ ଛୋଟ ପିଲାଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ବନ୍ଦର ପ୍ରଭାବ: ବଡ଼ ଗାଡିଚଳାଚଳ, ଦୋକାନବଜାର ବନ୍ଦ 

କୋରାପୁଟ,୨୮।୧(ଅମିତାଭ ବେହେରା ): ବୁଧବାର ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ଓଡିଶା ବନ୍ଦ ଡାକରା ଦିଆଯାଇଥିବା ବେଳେ ଏହାକୁ ଉଭୟ କଂଗ୍ରେସ ଓ ବିଜେଡି ପକ୍ଷରୁ…

କର୍ଲାମୁଣ୍ଡାରେ ସବୁ ଅଫିସ ବନ୍ଦ

କର୍ଲାମୁଣ୍ଡା,୨୮ା୧(ପ୍ରଦୀପ କୁମାର ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା…

ବନ୍ଦ ପ୍ରଭାବ: ଜାତୀୟ ରାଜପଥ ଅବରୋଧ, ଯାନବାହନ ଅଚଳାବସ୍ଥା

କେସିଙ୍ଗା,୨୮।୧(ତୁମେଶ୍ୱର ସାହୁ): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର…

ଜାତୀୟ ରାଜପଥ ଅବରୋଧ କଲା ନବ ନିର୍ମାଣ କୃଷ ସଂଗଠନ

ପାଟଣା,୨୮ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲାପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ନିହ୍ନୁଆ ଛକ ନିକଟରେ ବୁଧବାର ନବ ନିର୍ମାଣ କୃଷକ…

ଓଡ଼ିଶା ବନ୍ଦର ପ୍ରଭାବ: କଳାହାଣ୍ଡିରେ ଅଧା ଖୋଲା ଅଧା ବନ୍ଦ

ଭବାନୀପାଟଣା,୨୮।୧(ଉତ୍ତମ କୁମାର ଦାଶ): ଧାନ ମଣ୍ଡିରେ ଅବ୍ୟବସ୍ଥା , ପ୍ରଦୂଷଣ ନାଁରେ ସାଧାରଣ ବ୍ୟକ୍ତିଙ୍କ ଠାରୁ ଫାଇନ ଆଦାୟ, ଟାଟା ପାୱାରର ସ୍ମାର୍ଟ ମିଟର ନାଁରେ ଶୋଷଣ…

ବଂଶଧାରା ମହୋତ୍ସବରେ ଚାଲିଛି ଜୁଆଖେଳ, ଭିଡିଓ ସାମ୍ନାକୁ ଆସିବା ପରେ…

ଗୁଣପୁର,୨୮ା୧(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁରରେ ଆୟୋଜିତ ବଂଶଧାରା ବସନ୍ତ ମହୋତ୍ସବ ପରିସରରେ ଜୁଆଖେଳ ଚାଲିଥିବା ନେଇ ଗୁରୁତର ଅଭିଯୋଗ ହୋଇଛି। ଖାଲି ଏତିକି ନୁହେଁ, ସାମ୍ନାକୁ…

ବନ୍ଦ ଡାକରା ଭିତରେ ଅଫିସରେ କାମ କରୁଥିଲେ ଅତିରିକ୍ତ ଜିଲାପାଳ, ପହଞ୍ଚିଗଲେ ଚାଷୀ ନେତା, ତା’ପରେ…

ବଲାଙ୍ଗୀର ୨୮।୧ (ସୁନିଲ କୁମାର ମହାନ୍ତି): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ…

୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ: ଦୋକାନ ବଜାର ସବୁ ଠପ୍‌, କଂଗ୍ରେସ କଲା ସମର୍ଥନ

ବଲାଙ୍ଗୀର ୨୮।୧ (ସୁନିଲ କୁମାର ମହାନ୍ତି): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri