ସୁରତରେ ଉତ୍କଳ ବ୍ରାହ୍ମଣ ପରିବାର ପକ୍ଷରୁ ପର୍ଶୁରାମ ଜୟନ୍ତୀ

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ସୁରତ ଉତ୍କଳ ବ୍ରାହ୍ମଣ ପରିବାର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମଙ୍ଗଳବାର ପର୍ଶୁରାମ ଜୟନ୍ତୀ ପାଳିତ ହୋଇଯାଇଛି। ସଭାପତି ଭାବଗ୍ରାହୀ ପଣ୍ଡାଙ୍କ ତତ୍ତ୍ୱାବଧାନରେ ବିଗତ ୩ ବର୍ଷ ଧରି ଏହି ଉତ୍ସବ ପାଳିତ ହେଉଛି।

ମଙ୍ଗଳବାର ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉଦନା ବିଧାୟକ ମନୁ ଭାଇ ପଟେଲ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବେ ଅଜମେରା ଫେଶନ ଡିରେକ୍ଟର ଅଜୟ ଭାଇ ଅଜମେରା ଏବଂ ସମ୍ମାନୀତ ଅତିଥି ଭାବେ ଧୀରେନ୍ଦ୍ର ମିଶ୍ର, ଆନ୍ତର୍ଜାତୀୟ ହିନ୍ଦୁ ପରିଷଦ ଅଧ୍ୟକ୍ଷ ସୁରତ ଯୋଗେନ୍ଦ୍ର ସାହାଣୀ ଯୋଗଦେଇ ପର୍ଶୁରାମ ଜୟନ୍ତୀ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ଏହାପରେ କଳାକାର ଓ ଛୋଟ ପିଲାଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ…

ଅଭିଭାବକ ହେଉଛନ୍ତି ଶିଶୁଙ୍କ ପ୍ରଥମ ଗୁରୁ: ଆଚରଣରେ ସଞ୍ଜମ ରଖିବା ଜରୁରୀ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟରେ ଶୁକ୍ରବାର ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ମିଳନୀରେ ଛାତ୍ରୀଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri