Posted inଜାତୀୟ

ମିଳିତ ମେଣ୍ଟ ‘ଇଣ୍ଡିଆ’ର ଅଂଶ ହୋଇଥିଲେ ଶ୍ୱାସରୁଦ୍ଧ ହୋଇଯାଇଥାନ୍ତି: ଓଓ୍ବାଇସି

ନୂଆଦିଲ୍ଲୀ,୧୯।୯: ଅଲ ଇଣ୍ଡିଆ ମଜଲିସ-ଇ-ଇଥାହାଦୁଲ ମୁସଲିମନ (ଏଆଇଏମଆଇଏମ) ମୁଖ୍ୟ ତଥା ହାଇଦ୍ରାବାଦ ଏମ୍‌ପି ଅସଦୁଦ୍ଦିନ ଓୱାଇସି ପୁଣି ଥରେ ମିଳିତ ମେଣ୍ଟ ‘ଇଣ୍ଡିଆ’କୁ ଟାର୍ଗେଟ୍‌ କରିଛନ୍ତି। ଯଦି ମୁଁ ଏହି ମିଳିତ ମେଣ୍ଟର ଅଂଶ ହୋଇଥାନ୍ତେ ତେବେ ସେ ଶ୍ୱାସରୁଦ୍ଧ ହୋଇଯାଇଥାନ୍ତି ବୋଲି ଓଓ୍ବାଇସି କହିଛନ୍ତି।
ମିଳିତ ମେଣ୍ଟ ‘ଇଣ୍ଡିଆ’ ବୈଠକରେ ଯୋଗଦେବାକୁ ନିମନ୍ତ୍ରଣ ନ ପାଇ ଓୱାଇସି କହିଛନ୍ତି, ମୁଁ ମିଳିତ ମେଣ୍ଟ ‘ଇଣ୍ଡିଆ’ରେ ନାହଁି। ଏଥିରେ ଆଦୌ ଚିନ୍ତିତ ମଧ୍ୟ ନୁହେଁ। ଏଭଳି ସହଯୋଗୀ ସହ ଯିବାକୁ ମୁଁ ପସନ୍ଦ କରେ ନାହିଁ। ମୁଁ ସେଠାରେ ଶ୍ୱାସରୁଦ୍ଧ ହୋଇଥାନ୍ତି। ସେମାନେ କାହିଁକି ସେମାନଙ୍କ ଆଦର୍ଶ ଉପରେ ଭାଜପା ବିରୋଧରେ ଠିଆ ହେଉନାହାଁନ୍ତି?
ଲୋକମାନଙ୍କୁ ସମ୍ବୋଧିତ କରିବାବେଳେ ଓୱାଇସି ପୂର୍ବତନ କଂଗ୍ରେସ ସଭାପତି ତଥା ସାଂସଦ ରାହୁଲ ଗାନ୍ଧୀଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ଓୱାଇସି କହିଛନ୍ତି, ୨୦୧୯ରେ ରାହୁଲ ଗାନ୍ଧୀ ଆମେଠିରେ ହାରିଥିଲେ, କିନ୍ତୁ ସେ ୱାୟାନାଡରେ ଜିତିଥିଲେ। କାରଣ ମୁଁ ସେଠାରେ ନିର୍ବାଚନ ଲଢିି ନ ଥିଲି। ସେଠାରେ ଭାଜପା ସହିତ ମୋର କୌଣସି ଡିଲ ନ ଥିଲା। ରାହୁଲ ୱାୟାନାଡରୁ ଜିତିଥିଲେ କାରଣ ସେଠାରେ ମୁସଲିମ ଲିଗ ଅଛି। ମୁସଲିମ ଲିଗ ତାଙ୍କୁ ବୁଡ଼ିଯିବାରୁ ରକ୍ଷା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri