Posted inଜାତୀୟ

ଅଗଷ୍ଟ ୩ ଯାଏ ଇଡି ହେପାଜତକୁ ଗଲେ ପାର୍ଥ ଚାଟାର୍ଜୀ

କୋଲକାତା,୨୬।୭: ଗିରଫ ହୋଇଥିବା ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି। ପାର୍ଥ ଏବଂ ତାଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀ ଅଗଷ୍ଟ ୩ ଯାଏ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ହେପାଜତରେ ରହିବେ । କୋଲକାତାର ଏକ ସ୍ବତନ୍ତ୍ର କୋର୍ଟ ସୋମବାର ଦୁହିଁଙ୍କୁ ଇଡି ହେପାଜତକୁ ପଠାଇ ଦେଇଛନ୍ତି । ଇଡି ୧୪ ଦିନ ରିମାଣ୍ଡ ମାଗିଥିବା ବେଳେ କୋର୍ଟ ୧୦ ଦିନ ପାଇଁ ଅନୁମତି ଦେଇଛନ୍ତି । ସେହିପରି ପ୍ରତି ୪୮ ଘଣ୍ଟାରେ ଥରେ ଗିରଫ ମନ୍ତ୍ରୀ ଓ ତାଙ୍କ ସହଯୋଗୀଙ୍କ ସ୍ବାସ୍ଥ୍ୟ ଯାଞ୍ଚ ହେବା ନେଇ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନା ଯୋଗ୍ୟ, ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଅଧୀନରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଅଭିଯୋଗରେ ଶିଳ୍ପ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଗିରଫ କରାଯାଇଥିଲା। ଏପରିକି ପାର୍ଥଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୨୧ କୋଟି ଟଙ୍କା ଜବତ କରିଥିଲା। ପରେ ଉଭୟଙ୍କୁ ଶନିବାର ଗିରଫ ପରେ ପାର୍ଥଙ୍କୁ ଏକ ସ୍ଥାନୀୟ କୋର୍ଟରେ ହାଜର କରି ଇଡି ଦୁଇ ଦିନିଆ ରିମାଣ୍ଡରେ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୮ ତମ ‘ଜି -୨୦’ ଶିଖର ସମ୍ମିଳନୀ : ଦେଶକୁ ଆସିବ ଲେଫ୍ଟହ୍ୟାଣ୍ଡ ଡ୍ରାଇଭିଂ ଗାଡ଼ି, ୪୫୦୦ ଯବାନ ସୁଟ ବୁଟ ସହ ପିନ୍ଧିବେ କଳା ଚଷମା…

ନୂଆଦିଲ୍ଲୀ,୨୨।୭ : ୧୮ ତମ ‘ଜି -୨୦’ ଶିଖର ସମ୍ମିଳନୀ ନୂଆଦିଲ୍ଲୀରେ ୯-୧୦ ସେପ୍ଟେମ୍ବରରେ ଅନୁଷ୍ଠିତ ହେବ। ଏଥିରେ ୧୯ ଟି ଦେଶର ମୁଖ୍ୟ ଏବଂ...

ଜଳୁଛି ଦିଲ୍ଲୀ: ମେଟ୍ରୋ ଷ୍ଟେଶନ, ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୨୫।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଜଳୁଛି ଦିଲ୍ଲୀ। ବିଭିନ୍ନ ସ୍ଥାନରେ ଉପୁଜିଥିବା ହିଂସାରେ ଏବେ ପର୍ଯ୍ୟନ୍ତ ୬ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ...

ସାରା ବିଶ୍ୱରେ ଏବେ ଚାଉଳ ଅଭାବ, ଏମିତି ପୂରଣ କରିବ ଭାରତ

ନୂଆଦିଲ୍ଲୀ,୫।୨: ସମଗ୍ର ବିଶ୍ୱରେ ଏବେ ଚାଉଳର ଅଭାବ ପରିଲକ୍ଷିତ ହୋଇଛି। ତେଣୁ ଭାରତ ପୁଣି ଥରେ ସମଗ୍ର ବିଶ୍ୱର ଚାଉଳ ଅଭାବ ପୂରଣ କରିବାକୁ ଯାଉଛି।...

କେମିକାଲ ଟ୍ୟାଙ୍କରରୁ ଗ୍ୟାସ ଲିକ୍‌: ୫ ମୃତ

ସୁରଟ,୬ ।୧: ଗୁଜରାଟ ସୁରଟରେ ଗୁରୁବାର ସକାଳୁ ଏକ ଅଘଟଣ ଘଟିଛି । ସଚିନ ଜିଆଇଡିସି ଅଞ୍ଚଳରେ ଏକ କେମିକାଲ ଟ୍ୟାଙ୍କରରେ ଗ୍ୟାସ ଲିକ ହେବାରୁ...

ଆର୍‌ଜେଡି ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ଲାଲୁ

ପାଟନା,୩।୧୨: ବିହାରରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଅଧ୍ୟକ୍ଷ ଭାବେ ପୁଣିଥରେ ବିନା ପ୍ରତିଦ୍ୱନ୍ଦିରେ ନିର୍ବାଚିତ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ। ୧୧ ଥର...

ରାହୁଲ ହୋଇ ପାରିବେ ପ୍ରଧାନମନ୍ତ୍ରୀ,ପିକେଙ୍କ କଥା ବଦଳିଲା…

ନୂଆଦିଲ୍ଲୀ, ୧୬।୧୨: ଦେଶର ପ୍ରାୟ ସମସ୍ତ ପ୍ରମୁଖ ରାଜନୈତିକ ଦଳ ସହ କାମ କରିଥିବା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପିକେ) ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

ଗୋଆ କଂଗ୍ରେସରେ ସଙ୍କଟ: ଲୋବୋ ଓ କାମତଙ୍କୁ ଅଯୋଗ୍ୟ ପାଇଁ ଦାବି

ପଣଜୀ,୧୧।୭: ଗୋଆ କଂଗ୍ରେସରେ ଦେଖାଦେଇଥିବା ବିଦ୍ରୋହକୁ ନେଇ ଏଠାରେ ରାଜନୈତିକ ବାତାବରଣ ବେଶ ସରଗରମ ହୋଇଛି। ବରିଷ୍ଠ କଂଗ୍ରେସ ବିଧାୟକ ଦିଗମ୍ବର କାମତଙ୍କ ନେତୃତ୍ୱରେ ୧୧ବିଧାୟକଙ୍କ...

ଔରଙ୍ଗାବାଦ ରେଳ ଷ୍ଟେଶନର ନାଁ ବଦଳାଇଦେଲେ ଅଜ୍ଞାତ ଯୁବକ

ପୁଣେ, ୧।୭: ମହାରାଷ୍ଟ୍ରର ଔରଙ୍ଗାବାଦ ରେଳ ଷ୍ଟେଶନର ନାଁ ବଦଳାଇ ସଂଭାଜୀନଗର ରଖିଛନ୍ତି ତିନି ଯୁବକ। ଦୁହେଁ ହୋଡିଂରେ ଔରଙ୍ଗାବାଦ ଶବ୍ଦକୁ ହଟାଇ ସଭାଜୀନଗର ଲେଖୁଥିବାର...

Advertisement
Archives

Model This Week