ପ୍ରଦର୍ଶନୀରେ ସାମିଲହୋଇ ପୁରସ୍କାର ଜିତନ୍ତୁ

ଭୁବନେଶ୍ୱର,୧୨ା୧୧: ଓଡ଼ିଶା ଲୋକପ୍ରିୟ ଘରୋଇ ଓଡ଼ିଆ ଚ୍ୟାନେଲ ‘ଜୀ ସାର୍ଥକ’ ଚଳିତ ବର୍ଷର କଟକ ବାଲିଯାତ୍ରାରେ ସାମିଲ ହୋଇଛି। ବାଲିଯାତ୍ରା ବୁଲିବାକୁ ଆସିଥିବା ଦର୍ଶକଙ୍କୁ ଭରପୂର ମନୋରଞ୍ଜନ ଯୋଗାଇବା ଲକ୍ଷ୍ୟରେ ଚ୍ୟାନେଲ ପକ୍ଷରୁ ଏକ ଆକର୍ଷଣୀୟ ମଣ୍ଡପ ସାଙ୍ଗକୁ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ଏପରିକି କଟକ ବାଲିଯାତ୍ରାରେ ‘ଜୀ ସାର୍ଥକ’ ପକ୍ଷରୁ ଷ୍ଟଲ୍‌ ନମ୍ବର ପିପି ୧ ରେ ଏକ ଆକର୍ଷଣୀୟ ମଞ୍ଚର ଶୁଭାରମ୍ଭ କରାଯାଇଛି। ଉକ୍ତ ମଞ୍ଚରେ ଜୀ ସାର୍ଥକର ରିଆଲିଟି ଶୋ ‘ସା ରେ ଗା ମା ପା’ର କଣ୍ଠଶିଳ୍ପୀମାନେ ପ୍ରତିଦିନ ସନ୍ଧ୍ୟାରେ ସୁମଧୁର ସଙ୍ଗୀତ ପରିବେଷଣ ସାଙ୍ଗକୁ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହେଉଛି। ଏପରିକି ଚ୍ୟାନେଲର ଲୋକପ୍ରିୟ ସୋ ‘ଦିଦି ନମସ୍କାର’ ଫର୍ମାଟରେ ବାଲିଯାତ୍ରାରେ ଦର୍ଶକଙ୍କ ସହ କୌତୂହଳ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ଜରିଆରେ ଦର୍ଶକଙ୍କୁ ମନୋରଞ୍ଜନ କରିବା ସହ ଆକର୍ଷଣୀୟ ପୁରସ୍କାର ମଧ୍ୟ ଦିଆଯାଉଛି ବୋଲି ’ଜୀ ସାର୍ଥକ’ ଟିମ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ମଞ୍ଚ (ଷ୍ଟଲ) ରେ ‘ଜୀ ସାର୍ଥକ’ରେ ପ୍ରସାରିତ କାର୍ଯ୍ୟକ୍ରମର କଳାକାରମାନେ ଉପସ୍ଥିତ ରହି ଦର୍ଶକଙ୍କ ମନୋରଞ୍ଜନ କରୁଛନ୍ତି। ବିଶେଷକରି ଦର୍ଶକ ନିଜ ପ୍ରିୟ କଳାକାରମାନଙ୍କୁ ପାଖରେ ପାଇ ସେମାନଙ୍କ ସହ ମଧ୍ୟ କଥାବାର୍ତ୍ତା ହୋଇପାରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri