Posted inଜାତୀୟ

ପାର୍ଟନର ବଦଳାଇ ଧରାପଡ଼ିଲେ

କୋଟାୟାମ(କେରଳ),୧୦।୧: ପାର୍ଟନର ବଦଳାଇବା ସମ୍ପର୍କୀତ ମାମଲାରେ ୭ ଜଣଙ୍କୁ କେରଳରୁ ଗିରଫ କରାଯାଇଛି। ଅନ୍ୟ ବ୍ୟକ୍ତିଙ୍କ ସହ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବାକୁ ସ୍ବାମୀ ବାଧ୍ୟ କରୁଥିବା ଜଣେ ମହିଳାଙ୍କ ଅଭିଯୋଗ କରିବା ପରେ ସାମ୍ନାକୁ ଆସିଛି ପୂରା ର଼୍ୟାକେଟ। ଏହି ଘଟଣାରେ ଅଭିଯୋଗକାରୀ ମହିଳାଙ୍କ ସ୍ବାମୀଙ୍କୁ ମଧ୍ୟ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

ଏହି ଗ୍ୟାଙ୍ଗର ମେମ୍ବରମାନେ ପରସ୍ପର ସହ ଯୋଗାଯୋଗ କରିବା ପାଇଁ ଟେଲିଗ୍ରାମ, ମେସେଞ୍ଜର ଆପ ବ୍ୟବହାର କରୁଥିଲେ। ଅଭିଯୁକ୍ତଙ୍କୁ କୋଟାୟାମ, ଆଲାପୁଝା ଓ ଏର୍ନାକୁଲମ ଜିଲାରୁ ଗିରଫ କରାଯାଇଛି। ମେସେଜିଂ ଆପରେ ହଜାର ହଜାର ସଂଖ୍ୟାରେ ସଦସ୍ୟ ଥିବାରୁ ପୁଙ୍ଖାନୁଙ୍ଖ ତଦନ୍ତ କରାଯିବ ବୋଲି ଜଣେ ପୋଲିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଟ୍ରାକ୍ଟରରେ ସନ୍ତାନ ପ୍ରସବ କଲେ ମହିଳା

ଭବାନୀପାଟଣା,୧୩ା୭(ଉତ୍ତମ କୁମାର ଦାଶ): ଦୁର୍ଗମ ଅଞ୍ଚଳରେ ଆଜି ବି ମୌଳିକ ସୁବିଧାର ଅଭାବ କିପରି ଲୋକଙ୍କ ଜୀବନକୁ ବିପଦରେ ପକାଉଛି,ତାହାର ଆଉ ଏକ ହୃଦୟବିଦାରକ ଚିତ୍ର ସାମ୍ନାକୁ…

FIFA World Cup 2026ରେ ନୂଆ ବିବାଦ, ଟ୍ରମ୍ପଙ୍କ ଫୋନ ପରେ ଅଧ୍ୟକ୍ଷ ଜଣେ ଆମେରିକୀୟ ଖେଳାଳିଙ୍କ ଦଣ୍ଡକୁ ‘ଚୁପଚାପ’ ପରିବର୍ତ୍ତନ କଲେ!

ଓ୍ବାଶିଂଟନ,୧୩।୭: ଫିଫା ବିଶ୍ୱକପ 2026 କୁ ନେଇ ଏକ ବଡ଼ ବିବାଦ ଦେଖାଦେଇଛି। ଲାଲ କାର୍ଡ ପାଇବା ପରେ ଆମେରିକୀୟ ଷ୍ଟ୍ରାଇକର ଫୋଲାରିନ ବାଲୋଗୁନଙ୍କୁ ଗୋଟିଏ ମ୍ୟାଚ…

ବାପା ଛେଉଣ୍ଡ ଝିଅ ବିବାହ ପାଇଁ ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୧୩।୭,(ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ଯୁବ ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଅବହେଳିତ ନିପ୍ପେଷିତ ଗରିବ ଜନସାଧାରଣଙ୍କୁ କିଛି ନା କିଛି ଆର୍ଥିକ ସହାୟତା ପ୍ରଦାନ…

ଦାରିଙ୍ଗବାଡି ବନାଞ୍ଚଳକୁ ବଡ଼ ସଫଳତା, ମିଳିତ ଚଢ଼ାଉରେ ଶାଳ ଗଣ୍ଡି ଜବତ, ୪ ଗିରଫ, ଟ୍ରକ, ବୋଲେରୋ, ଜେସିବି ସହ ୨ ବାଇକ ଜବତ

ଦାରିଙ୍ଗବାଡି,୧୩।୭, (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳକୁ ମିଳିଛି ବଡ଼ ସଫଳତା। ଜଙ୍ଗଲରୁ କାଠ ଗଣ୍ଡି କାଟି ଚୋରୀ କରୁଥିବା ଅଭିଯୋଗରେ ବନ ବିଭାଗ ୪…

ଆଜିଠୁ ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୧୩ା୭: ଏଥର ରଥରେ ପ୍ରବଳ ବର୍ଷିବ। ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ପଛକୁ ପଛ…

ପୂରଣ ହେଲା ଇରାନର ଇଚ୍ଛା! ଏମତି ଆଘାତ ଦେଲା ଆଣ୍ଠେଇବ ଆମେରିକା

ତେହରାନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଶତ୍ରୁତା ପୁଣି ଥରେ ଆରମ୍ଭ ହୋଇଛି। ଯଦି ଏହି ସଂଘର୍ଷ ଆହୁରି ଲମ୍ବିଥାଏ ତେବେ କ’ଣ ହେବ? ପଶ୍ଚିମ ଏସିଆରେ…

ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର କଲେ ଡାକ୍ତର, ଝିଅ କାନ୍ଦିକାନ୍ଦି ମା’ଙ୍କୁ କହିବା ପରେ…

ଜଗନ୍ନାଥପ୍ରସାଦ,୧୩ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଡାକ୍ତରୀ ବୃତ୍ତିରେ କଳଙ୍କ। ଭଗବାନଙ୍କ ଦ୍ୱିତୀୟ ଅବତାର କୁହାଯାଉଥିବା ଡାକ୍ତର ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।…

ଇରାନର ପାଞ୍ଚଟି ପ୍ରଦେଶ ଉପରେ ଆକ୍ରମଣ କଲା ଆମେରିକା, ମିଶାଇଲ ସିଷ୍ଟମ ସହ IRGC ସ୍ପିଡବୋଟକୁ ଟାର୍ଗେଟ

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରବିବାର, ଆମେରିକାର ସେନା ହୋର୍ମଜଗାନ, ମାର୍କାଜି, ଆହଭାଜ, ବୁଶେହର, ଖୁଜେସ୍ତାନ ଏବଂ ସିସ୍ତାନ-ବାଲୁଚେସ୍ତାନ ସମେତ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri