ରୁଙ୍ଗ୍‌ଟା ମାଇନ୍‌ସ ପକ୍ଷରୁ ପାର୍ଟନର୍ସ ମିଟ୍‌

ଭୁବନେଶ୍ୱର,୧୬।୧: ଦେଶର ପ୍ରମୁଖ ଟିଏମ୍‌ଟି ବାର୍‌ ନିର୍ମାତା ରୁଙ୍ଗ୍‌ଟା ମାଇନ୍‌ସ ଲିମିଟେଡ୍‌ ପକ୍ଷରୁ ନିକଟରେ ଏକ ପାର୍ଟନର୍ସ ମିଟ୍‌ର ଆୟୋଜନ କରାଯାଇଥିଲା। ଉକ୍ତ ମିଟ୍‌ରେ କଟକ, ଯାଜପୁର, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଅନୁଗୋଳ ଓ ଢେଙ୍କାନାଳର ୧୪୦ରୁ ଅଧିକ ଡିଲର ପାର୍ଟନର ଅଂଶଗ୍ରହଣ କରିଥିଲେ। ଏ ସମ୍ପର୍କରେ ରୁଙ୍ଗ୍‌ଟା ମାଇନ୍ସ ଲିମିଟେଡ୍‌ (ବିକ୍ରି ଓ ମାର୍କେଟିଂ) ର ମୁଖ୍ୟ ଅରବିନ୍ଦ କୁମାର କହିଛନ୍ତି, ଏକ ଉତ୍ତମ ଭବିଷ୍ୟତ ପାଇଁ ଉଦ୍ୟମ କରିବାକୁ ସେ ସେମାନଙ୍କୁ ଉତ୍ସାହିତ କରିଥିବା ବେଳେ ଉଲ୍ଲେଖନୀୟ ଅଭିବୃଦ୍ଧି ଲକ୍ଷ୍ୟ ହାସଲ କରିବା ଲାଗି ଅଭିନବ ଚିନ୍ତାଧାରା ଜରିଆରେ ସେମାନଙ୍କୁ ଉତ୍ସାହିତ କରିଛନ୍ତି।

ଏପରିକି କୁମାର କମ୍ପାନୀର ଲକ୍ଷ୍ୟ ଉପରେ ବିସ୍ତୃତ ଆଲୋକପାତ କରିଥିବା ବେଳେ ବ୍ୟବସାୟର ପ୍ରତିଟି କ୍ଷେତ୍ରରେ ସହଯୋଗ କରିବାକୁ ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି ଏବଂ ରୁଙ୍ଗ୍‌ଟା ଷ୍ଟିଲ୍‌ର ରହିଥିବା ପରିଚୟରୁ ଲାଭବାନ ହେବା ଲାଗି ସେ ପାର୍ଟନରମାନଙ୍କୁ କହିଛନ୍ତି। ଚଳିତ ଆର୍ଥିକ ବର୍ଷରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ଡିଲରମାନଙ୍କୁ ଉକ୍ତ ସମ୍ମିଳନୀରେ ସମ୍ମାନିତ କରାଯାଇଛି। ବିଶେଷକରି ରୁଙ୍ଗ୍‌ଟା ମାଇନ୍‌ସ ଲିମିଟେଡ୍‌ର ଦୀର୍ଘମିଆଦୀ ଚ୍ୟାନେଲ୍‌ ପାର୍ଟନର୍‌ ଷ୍ଟିଲ୍‌ଫୋର୍ସ ଉପରୋକ୍ତ ଅଞ୍ଚଳ ପାଇଁ କମ୍ପାନୀର ବିଶ୍ୱସନୀୟ ସହଯୋଗୀ ଭାବେ କାର୍ଯ୍ୟ କରୁଛି। ଅପରପକ୍ଷରେ ଷ୍ଟିଲ୍‌ଫୋର୍ସରୁ ସୁନୀଲ ପଟ୍ଟନାୟକ, ବିଜୟ ପୁହାଣଙ୍କ ସମେତ ରୁଙ୍ଗ୍‌ଟା ମାଇନ୍‌ସର ଅଧିକାରୀ ଯଥା ଅରବିନ୍ଦ କୁମାର, ସୁଭାଷ ଦଳାଇ, ଶଶାଙ୍କ ଶେଖର ଆଚାର୍ଯ୍ୟ, ପ୍ରଦୀପ ସେନାପତି, ଚଣ୍ଡି ଦାସ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri