ଏନ୍‌ପିସିଆଇ ସହ ଏପିବିର ସହଭାଗିତା

ନୂଆଦିଲ୍ଲୀ,୧୫।୫: ଏୟାରଟେଲ୍‌ ପେମେଣ୍ଟ୍‌ସ ବ୍ୟାଙ୍କ (ଏପିବି) ଏବଂ ନ୍ୟାଶନାଲ ପେମେଣ୍ଟ୍‌ସ କର୍ପୋରେଶନ ଅଫ୍‌ ଇଣ୍ଡିଆ (ଏନ୍‌ପିସିଆଇ) ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ବୁଝାମଣା ପତ୍ର (ଏମଓୟୁ) ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ବିଶେଷ କରି ଏପିବିର ୫ ଲକ୍ଷ ବ୍ୟାଙ୍କିଙ୍ଗ୍‌ ପଏଣ୍ଟରେ ଆଧାର ଏନାବୁଲ୍‌ଡ ପେମେଣ୍ଟ ସିଷ୍ଟମ (ଏଇପିଏସ୍‌) ପାଇଁ ଫେସ୍‌ ଅଥେଣ୍ଟିକେଶନ ଆରମ୍ଭ କରିବା ଲାଗି ଏନ୍‌ପିସିଆଇ ସହ ଉକ୍ତ ସହଭାଗିତା ହୋଇଥିବା ଜଣାପଡିଛି। ଏ ସମ୍ପର୍କରେ ଏୟାରଟେଲ୍‌ ପେମେଣ୍ଟ୍‌ସ ବ୍ୟାଙ୍କର ସିଓଓ ଗଣେଶ ଅନନ୍ତନାରାୟଣନ୍‌ କହିଛନ୍ତି, ଆମେ ଆମର ମୂଲ୍ୟବାନ ଗ୍ରାହକଙ୍କୁ ଏହି ନୂଆ ସୁବିଧା ପ୍ରଦାନ କରିବା ପାଇଁ ଏନ୍‌ପିସିଆଇ ସହ ସହଭାଗିତା କରି ବେଶ ଆନନ୍ଦିତ। ଏପରିକି ଦେଶରେ ଆର୍ଥିକ ଓ ଡିଜିଟାଲ ଅନ୍ତର୍ଭୁକ୍ତୀକରଣକୁ ପରିଚାଳନା କରିବା ପାଇଁ ଆମର ବିଦ୍ୟମାନ ସୁରକ୍ଷିତ ଓ ସରଳ ବ୍ୟାଙ୍କିଙ୍ଗ୍‌ ସମାଧାନଗୁଡିକରେ ଫେସ୍‌ ଅଥେଣ୍ଟିକେଶନ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଯୋଗ। ସେହିଭଳି ଏନପିସିଆଇର ମୁଖ୍ୟ ପରିଚାଳନା ଅଧିକାରୀ ପ୍ରବୀଣା ରାୟ କହିଛନ୍ତି, ଆମେ ଆଧାର-ଆଧାରିତ ପ୍ରମାଣୀକରଣ ପାଇଁ ଫେସ୍‌ ଅଥେଣ୍ଟିକେଶନକୁ ଏକ ଅତିରିକ୍ତ ମାଧ୍ୟମ ରୂପେ ଆରମ୍ଭ କରିଥିବାରୁ ୟୁଆଇଡିଏଆଇକୁ ପ୍ରଶଂସା କରୁଛୁ। ଏୟାରଟେଲ୍‌ ପେମେଣ୍ଟ୍‌ସ ବ୍ୟାଙ୍କ ଏହି ଫିଚରକୁ ଏଇପିଏସ୍‌ ଟ୍ରାଞ୍ଜାକ୍ସନଗୁଡିକ ପାଇଁ କାର୍ଯ୍ୟକାରୀ କରୁଥିବାର ଦେଖିବା ଆନନ୍ଦଦାୟକ, ଯାହା ଦେଶବ୍ୟାପୀ ଆଧାର-ଆଧାରିତ ଟ୍ରାଞ୍ଜାକ୍ସନ ଗୁଡିକର ପହଞ୍ଚ ବୃଦ୍ଧି କରିବ। ଉଲ୍ଲେଖଯୋଗ୍ୟ, ଏୟାରଟେଲ୍‌ ପେମେଣ୍ଟ୍‌ସ ବ୍ୟାଙ୍କ ହେଉଛି, ଉକ୍ତ ପ୍ରଥମ ୪ଟି ବ୍ୟାଙ୍କ ମଧ୍ୟରୁ ଅନ୍ୟତମ, ଯାହା ଦେଶରେ ଏଇପିଏସ୍‌ ପାଇଁ ଫେସ୍‌ ଅଥେଣ୍ଟିକେଶନ ସୁବିଧା ପ୍ରଦାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁ ଆସୁ ଆକ୍ସନ ମୋଡ୍‌ରେ ଅନୁ ଗର୍ଗ: ନିଯୁକ୍ତି ପ୍ରକ୍ରିୟାକୁ ନେଇ କହିଲେ…

ଭୁବନେଶ୍ୱର,୫ା୧(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବଜେଟରେ ଯେଉଁ ଅର୍ଥ ଭିତ୍ତିଭୂମି ତଥା କାର୍ଯ୍ୟକ୍ରମ ବାବଦରେ ରଖାଯାଉଛି ତାହାକୁ ତ୍ୱରିତ ଭାବରେ ଖର୍ଚ୍ଚ କର। ଏହାସହିତ ଇଂଲିଶ...

ଖୋର୍ଦ୍ଧାରେ ଜଣ୍ଡିସ୍‌ ଆତଙ୍କ: ଅନୁଧ୍ୟାନ ପାଇଁ ଗଲା ଜନସ୍ବାସ୍ଥ୍ୟ ଟିମ୍‌

ଭୁବନେଶ୍ୱର/ଖୋର୍ଦ୍ଧା,୫ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା ପରେ ଭୁବନେଶ୍ୱରରୁ ଜନସ୍ବାସ୍ଥ୍ୟ ବିଭାଗର ୩ ଜଣିଆ ଟିମ୍‌ ବିଦ୍ୟାଳୟକୁ ଯାଇଛନ୍ତି। ଏନେଇ...

ଦୁଇ ଝିଅ ପରେ ପୁଣିଥରେ ପିତା ହେଲେ Ambati Rayudu

ନୂଆଦିଲ୍ଲୀ,୫।୧: ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଷ୍ଟାର ବ୍ୟାଟସମ୍ୟାନ ଅମ୍ବାତି ରାୟୁଡୁ ଏବଂ ତାଙ୍କ ପତ୍ନୀ ଚେନ୍ନୁପାଲ୍ଲି ବିଦ୍ୟା ଏକ ପୁତ୍ର ସନ୍ତାନକୁ ସ୍ବାଗତ କରିଛନ୍ତି।...

ସ୍ବାସ୍ଥ୍ୟସେବାରେ ଅପହଞ୍ଚ ୩୧୬ ଗାଁ: ବୋଟ-ବାଇକ୍‌ ଆମ୍ବୁଲାନ୍ସ ହିଁ ସାହା ଭରସା

ଭବାନୀପାଟଣା,୫।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାକୁ ଆକାଂକ୍ଷୀ ଜିଲାଭାବେ ସରକାର ଚୟନ କରିଛନ୍ତି। ତେବେ ପଛୁଆ ଅଞ୍ଚଳର ସାମୂହିକ ବିକାଶ ସହିତ ଲୋକଙ୍କ ଖାଦ୍ୟ ସୁରକ୍ଷା, ପରିବହନ...

Delhi Riots: ସରଜିଲ୍‌ ଇମାମ୍‌ ଓ ଉମର ଖାଲିଦଙ୍କୁ ମିଳିଲାନି ଜାମିନ, ଆଉ ୫ ଅଭିଯୁକ୍ତଙ୍କୁ ସୁପ୍ରିମକୋର୍ଟ….

ନୂଆଦିଲ୍ଲୀ,୫।୧: ଦିଲ୍ଲୀ ଦଙ୍ଗା ସହିତ ଜଡିତ ଅଭିଯୋଗରେ ଗତ ପାଞ୍ଚ ବର୍ଷ ଧରି ଜେଲରେ ଥିବା ଉମର ଖାଲିଦ ଏବଂ ସରଜିଲ୍‌ ଇମାମ୍‌ଙ୍କୁ ସୁପ୍ରିମକୋର୍ଟରୁ ଏକ...

କାରକୁ ଧକ୍କା ଦେଲା ଟ୍ରକ: ଜାତୀୟ ରାଜପଥରେ ଘଟିଗଲା…

ଧର୍ମଶାଳା,୫।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ନିକଟରେ ଏକ କାରକୁ ଟ୍ରକ ଧକ୍କା ଦେଇଛି, ଯାହା...

ପିକନିକ୍‌ କରିବାକୁ ଯାଇଥିଲେ, ଗାଧୋଉଥିବାବେଳେ ଖସିଗଲା ଗୋଡ଼: ୧୮ ଘଣ୍ଟା ପରେ…

ମୋହନା,୫।୧(ମନ୍ମଥ ମିଶ୍ର): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର। ପର୍ଯ୍ୟଟନ ଋତୁ ଚାଲିଥିବାବେଳେ ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳୁଛି। ଯାହା ଫଳରେ ରବିବାର...

ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ବଡ଼ ବୈଠକ, ଏକାଠି ହେଲେ…

ଭୁବନେଶ୍ବର,୫ା୧: ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ମେଳି । ଆଜି ତାଙ୍କର ଭୁବନେଶ୍ବର ସରକାରୀ ବାସଭବନରେ ଯାଜପୁରର ବିଜେଡି ନେତାମାନେ ଏକାଠି ହୋଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri