ଲକ୍ଷ୍ନୌରେ ବୁଲ୍‌ଡୋଜର ଶୋଭାଯାତ୍ରା

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ଭୋଟ ଗଣନା ଜାରି ରହିଛି। ଏଥିରେ ଭାଜପା ଆଗରେ ଥିବା ବେଳେ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଲକ୍ଷ୍ନୋଠାରେ ଭାଜପା କର୍ମୀ ବୁଲ୍‌ଡୋଜରରେ ବସି ଏକ ଶୋଭାଯାତ୍ରରେ ବାହାରି ବିଭିନ୍ନ ଶ୍ଲୋଗାନ ଦେଉଛନ୍ତି।

ସୂଚନାଯୋଗ୍ୟ, ଉତ୍ତରପ୍ରଦେଶ ନିର୍ବାଚନ ପ୍ରଚାର ଅଭିଯାନ ବେଳେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ‘ବୁଲ୍‌ଡୋଜର ବାବା’ ବୋଲି ସମ୍ବୋଧନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୋଦି

ବାରାଣସୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଦସ୍ୟତା ଅଭିଯାନ ପାଇଁ ଶନିବାର ବାରାଣସୀରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ସ୍ଥାନୀୟ ବିମାନ ବନ୍ଦରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌...

ଭାରତରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଖାଇବର ପାସ୍ତୁନଖ୍ବାରେ ୪୫ ଅଲ୍‌ ବଦର ସଦସ୍ୟଙ୍କୁ ତାଲିମ୍‌ ଦେଉଛି ପାକିସ୍ତାନ

ନୂଆଦିଲ୍ଲୀ,୨୯।୮: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ଜାରି ରଖିଛି। ଏବେ ଅଲ୍‌ ବଦର ଆତଙ୍କବାଦୀ ସଂଗଠନ ସଦସ୍ୟଙ୍କୁ ପାକିସ୍ତାନ ସୈନ୍ୟ ବାହିନୀ ତାଲିମ୍‌...

ଜିଲାପାଳଙ୍କ ଅଫିସରୁ ନୂଆ ଭୋଟରଙ୍କ ପାଖକୁ ଯାଉଛି ପୋଷ୍ଟକାର୍ଡ

ଅହମ୍ମଦାବାଦ,୧୬।୪: ଲୋକ ସଭା ନିର୍ବାଚନରେ ଅଧିକରୁ ଅଧିକ ଭୋଟ ଦେବାକୁ ଭୋଟରଙ୍କୁ ଉତ୍ସାହିତ କରିବା ଲାଗି ଗୁଜରାଟ ଅହମ୍ମଦାବାଦର ଜିଲାପାଳ ଏକ ଅଭିନବ ଉପାୟ ଚିନ୍ତା...

ଦିଲ୍ଲୀ ହିଂସା: ହିନ୍ଦୁଙ୍କ ପଡ଼ୋଶୀଙ୍କ ଘରେ ଆଶ୍ରୟ ନେଇଛନ୍ତି ୪୦ରୁ ଅଧିକ ମୁସଲମାନ୍‌

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀରେ ଜାରି ରହିଥିବା ହିଂସା ନେଇ ସ୍ଥିତି ସଙ୍କଟ ଜନକ ରହିଛି। ଉତ୍ତର-ପୂର୍ବ ଦିଲ୍ଲୀରେ ହିଂସାକାଣ୍ଡରେ ବହୁ ଘରେ ଓ ଦୋକାନରେ ବିକ୍ଷୋଭକାରୀ ନିଆଁ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୨୫ ଲକ୍ଷ ଟଙ୍କା ଦାନ କଲେ ଲତା

ମୁମ୍ବାଇ,୩୧।୩: କରୋନା ଯୁଦ୍ଧରେ ଜିତିବାକୁ ସମସ୍ତଙ୍କର ଚେଷ୍ଟା ଜାରି ରହିଛି। କରୋନା ମୁକାବିଲା ପାଇଁ ବଳିଉଡ୍‌ର ବହୁ ସେଲିବ୍ରିଟି ସହଯୋଗର ହାତ ବଢାଇଥିବା ବେଳେ ମଙ୍ଗଳବାର...

ବିହାରରେ ପ୍ରବଳ ବର୍ଷା: ୨୫ ମୃତ

ପାଟନା,୩୦ା୯: ବିହାରରେ କ୍ରମାଗତ ୩ ଦିନ ଲଗାଣ ବର୍ଷା ଫଳରେ ରାଜଧାନୀ ପାଟନା ସମେତ ବିଭିନ୍ନ ଜଲାରେ ବନ୍ୟା ଭଳି ସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ...

ଗଲଓ୍ବାଂ ଘାଟି: ୧୯୬୨ରେ ମଧ୍ୟ ଚାଇନା ଭାରତକୁ ଦେଖାଇଥିଲା ନାଲି ଆଖି

ଲଦାଖ, ୧୬।୬: ଭାରତ ଚାଇନା ସୈନ୍ୟ ସୋମବାର ରାତିରେ ଲଦାଖର ଗଲଓ୍ବାଂ ଘାଟିରେ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ପରସ୍ପର ଉପରକୁ ଗୁଳି ଚାଳନା କରିଛନ୍ତି।...

ନିଜ ଗୁଳିରେ ଟଳିଲେ ଶିଖ୍‌ ପୂଜକ

ନୂଆଦିଲ୍ଲୀ, ୧୭ା୧୨: କୃଷି ଆଇନକୁ ବିରୋଧ କରି ଦିଲ୍ଲୀର ସିଂଘୁ ସୀମାରେ ଆନ୍ଦୋଳନରତ ଚାଷୀଙ୍କ ସଂଘର୍ଷ ଓ ଦୁର୍ଦ୍ଦଶାରେ ମର୍ମାହତ ହୋଇ ଜଣେ ଶିଖ୍‌ ପୂଜକ...

Advertisement
Archives

Model This Week