ଅରୁନ୍ଧତୀ ଜୁଏଲର୍ସର ପାର୍ବଣ କଲେକ୍ସନ ‘ଅର୍କ’

ଭୁବନେଶ୍ୱର,୨୯।୯: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲେରି ପକ୍ଷରୁ ଚଳିତ ପାର୍ବଣ ଉପଲକ୍ଷେ ନୂତନ କଲେକ୍ସନ ‘ଅର୍କ’ର ଉନ୍ମୋଚନ କରାଯାଇଛି। ଏପରିକି ବୁଧବାର ସ୍ଥାନୀୟ ଜୟଦେବ ବିହାରସ୍ଥିତ ଏକ ହୋଟେଲ ପରିସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭୁବନେଶ୍ୱର ମହାନଗର ନିଗମର ମେୟର ସୁଲୋଚନା ଦାସ ଏହାର ଅନାବରଣ କରିଛନ୍ତି। ଏହି ଅବସରରେ ରାଜ୍ୟ ଜଣାଶୁଣା ମହିଳା ଉଦ୍ୟୋଗୀ ଓ ଅରୁନ୍ଧତୀ ପରିବାରର ପ୍ରମୁଖ ସଦସ୍ୟମାନେ ଉପସ୍ଥିତ ଥିଲେ।

ଏ ସମ୍ପର୍କରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ରାଜ୍ୟର କଳା, ସ୍ଥାପତ୍ୟ ଓ ସୌନ୍ଦର୍ଯ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବାର ପ୍ରୟାସ ଜାରି ରହିବ। ସେହିଭଳି ଅରୁନ୍ଧତୀ ଜୁଏଲର୍ସ ସବୁ ସମୟରେ ତା’ର ପ୍ରିୟ ଗ୍ରାହକମାନଙ୍କ ପସନ୍ଦ ଓ ଚାହିଦାକୁ ଦୃଷ୍ଟିରେ ରଖି ନିରବଚ୍ଛିନ୍ନ ଭାବେ ସେବା ଯୋଗାଇ ଆସୁଛି। ଆମର ‘ଗ୍ରାହକମାନଙ୍କର ସନ୍ତୋଷରେ ଆମର ଆମତ୍ସନ୍ତୋଷ’ ମନ୍ତ୍ରରେ ଦୀର୍ଘ ୨୩ ବର୍ଷ ଧରି ପ୍ରତିଶ୍ରୁତିବଦ୍ଧ ଭାବେ ବ୍ୟବସାୟ କରିବା ସହ ସମୟ ସହ ତାଳ ଦେଇ ଅନନ୍ୟ ଗ୍ରହଣା ଡିଜାଇନ କରିବାରେ ନିଜର ସ୍ବତନ୍ତ୍ରତା ବଜାୟ ରଖିଛି। ଚଳିତ ବର୍ଷ ପାର୍ବଣ ଋତୁ ଅବସରରେ ଗ୍ରାହକ ସେବାରେ ଆଉ ଏକ ପାଦ ଆଗକୁ ଯାଇ ରାଜ୍ୟର ଗର୍ବ ଓ ଗୌରବ କୋଣାର୍କ ସୂର୍ଯ୍ୟ ମନ୍ଦିରର କଳା, ସ୍ଥାପତ୍ୟ, ସୌନ୍ଦର୍ଯ୍ୟ ଓ ପ୍ରସ୍ତର ଖୋଦେଇ କାରୁକାର୍ଯ୍ୟକୁ ସ୍ଥାନ ଦେଇ ନୂତନ ଗହଣା ‘ଅର୍କ’ର ଶୁଭାରମ୍ଭ କରାଯାଇଛି।

ଅପରପକ୍ଷରେ ଅରୁନ୍ଧତୀ ଗ୍ରୁପ୍‌ର ନିର୍ଦ୍ଦେଶକ ଅଚ୍ୟୁତାନନ୍ଦ ମେହେର ନୂତନ ଗହଣା ଉନ୍ମୋଚନ ସହ ପାର୍ବଣ ଋତୁର ଆକର୍ଷଣୀୟ ଅଫର ସମ୍ପର୍କରେ ମଧ୍ୟ ଘୋଷଣା କରିଥିଲେ। ଗ୍ରାହକମାନେ ସୁନାଗହଣା ଉପରେ ୫୦% ପର୍ଯ୍ୟନ୍ତ ଗଢ଼ା ମଜୁରି ଏବଂ ୩୦% ପର୍ଯ୍ୟନ୍ତ ହୀରା ମୂଲ୍ୟ ଓ ୫୦% ପର୍ଯ୍ୟନ୍ତ ରୁପା ଗହଣାର ଗଢ଼ା ମଜୁରି ରିହାତି ପାଇପାରିବେ। ଏଥି ସହିତ ଅରୁନ୍ଧତୀକୁ ଓଡ଼ିଶାର ସର୍ବବୃହତ୍‌ ବ୍ରାଣ୍ଡ୍‌ ଭାବେ ତିଆରି କରିଥିବାରୁ ସମସ୍ତ ଗ୍ରାହକବନ୍ଧୁଙ୍କୁ ହୃଦୟରୁ ଧନ୍ୟବାଦ ଜ୍ଞାପନ କରିବା ସହ ନୂତନ କେଲକ୍ସନ ‘ଅର୍କ’ର ଆନନ୍ଦ ନେବା ପାଇଁ ସାଦର ନିମନ୍ତ୍ରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri