୨୩ରୁ ଜିଓ ମାର୍ଟରେ ପାର୍ବଣ ସେଲ୍‌

ନୂଆଦିଲ୍ଲୀ,୨୨।୯: ରିଲାଏନ୍ସ ଗ୍ରୁପ୍‌ର ରିଟେଲ ଚେନ୍‌ ଜିଓ ମାର୍ଟ ଏବଂ ସ୍ମାର୍ଟ ବଜାରରେ ପାର୍ବଣ ସେଲ୍‌ ‘ତ୍ୟୋହାର ରେଡି ସେଲ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଚଳିତ ବର୍ଷର ପାର୍ବଣ (ନବରାତ୍ରି, ଦଶହରା, ଦୀପାବଳି) ଅବସରରେ ଉଭୟ ଜିଓ ମାର୍ଟ ଏବଂ ସ୍ମାର୍ଟ ବଜାର ପକ୍ଷରୁ ଆକର୍ଷଣୀୟ ଅଫର ମଧ୍ୟ ପ୍ରଦାନ କରାଯାଉଛି। ଏହି ଅଫର ଚଳିତ ମାସ ୨୩ରୁ ୨୭ ସେପ୍ଟେମ୍ବର ପର୍ଯ୍ୟନ୍ତ ସାରା ଦେଶର ଜିଓ ମାର୍ଟରେ ଉପଲବ୍ଧ ରହିବ। ଏପରିକି ଏହାର ୨୭୦୦ରୁ ଅଧିକ ସ୍ମାର୍ଟ ଷ୍ଟୋର ସମେତ ସ୍ମାର୍ଟ ବଜାର, ସ୍ମାର୍ଟ ସୁପର ଷ୍ଟୋର,ସ୍ମାର୍ଟ ପଏଣ୍ଟ ଏବଂ ରିଲାଏନ୍ସ ଫ୍ରେସ୍‌ଗୁଡିକରେ ମଧ୍ୟ ବୈଧ।

ଏହି ଅଫର ଅବଧି ମଧ୍ୟରେ ଗ୍ରାହକ ବିଭିନ୍ନ ବର୍ଗର ପୋଷାକ (ଆପାରେଲ) ସାଙ୍ଗକୁ ଗୃହୋପକରଣ (ହୋମ୍‌ ଡେକର) ଫର୍ନିସିଂ ଇଲେକ୍ଟ୍ରୋନିକ୍ସ,ଗୋସେରି ଭଳି ଅନେକ କିଛି ସାମଗ୍ରୀ ସୁବିଧା ଓ ସୁଲଭ ମୂଲ୍ୟରେ ଉଭୟ ଅଫ୍‌ଲାଇନ ଏବଂ ଅନ୍‌ଲାଇନ (ଜିଓ ମାର୍ଟ ଆପ୍‌) ଜରିଆରେ ମଧ୍ୟ କାରବାର କରିପାରବେ ବୋଲି କୁହାଯାଇଛି। ଏହି ପରିପ୍ରେକ୍ଷୀରେ ଅଭିନେତ୍ରୀ ଦିବ୍ୟା ଦତ୍ତା ଚଳିତ ପାର୍ବଣ ଅଭିଯାନରେ ସାମିଲ ହୋଇଛନ୍ତି। ସେହିଭଳି ପାର୍ବଣ ଅବସରରେ ଗ୍ରାହକ ମିଠା ଓ ଫଳ ଉପହାର ପ୍ୟାକେଟରେ ୫୦%ର ରିହାତି ପାଉଥିବା ବେଳେ ଆପାରେଲ ଏବଂ ଇଲେକ୍ଟ୍ରୋନିକ୍ସ ଉତ୍ପାଦ ଉପରେ ପ୍ରାୟ ୮୦% ପର୍ଯ୍ୟନ୍ତ ରିହାତି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଏସ୍‌ଆର୍‌ ପାଣ୍ଠିର ଠିକ୍‌ ବିନିଯୋଗୀ ଜରୁରୀ

ଭୁବନେଶ୍ୱର (ବ୍ୟୁରୋ),୧୦।୧୧: କମ୍ପାନୀଗୁଡିକର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ(ସିଏସ୍‌ଆର୍‌) ପାଣ୍ଠି ମାଧ୍ୟମରେ ଶିଳ୍ପାଞ୍ଚଳ ଏବଂ ଖଣି ଅଞ୍ଚଳରେ ଥିବା ଗ୍ରାମୀଣ ଭିତ୍ତିଭୂମି ବିକାଶ, ରୋଜଗାର ଏବଂ ଆର୍ଥତ୍କ...

ଇୱାଇ ଇଣ୍ଡିଆ ସହ ଜେଏସ୍‌ଏଲ୍‌ର ସହଭାଗିତା

ନୂଆଦିଲ୍ଲୀ,୯।୮: ଦେଶର ପ୍ରମୁଖ କନସଲଟାନ୍‌ସି ସଂସ୍ଥା ଏର୍ନଷ୍ଟ ଆଣ୍ଡ ୟଙ୍ଗ୍‌ (ଇଓ୍ବାଇ) ଇଣ୍ଡିଆ ସହ ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ (ଜେଏସ୍‌ଏଲ୍‌) ମଧ୍ୟରେ ଏକ ସହଭାଗିତା ନିକଟରେ...

ପେସାଦାରୀ ଅଭିଜ୍ଞତା ହିଁ ସବୁକିଛି: ଶକ୍ତିକାନ୍ତ

ମୁମ୍ବାଇ,୨୩-୯: ଇତିହାସର ଛାତ୍ର ଥିବା ଶକ୍ତିକାନ୍ତ ଦାସ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ୨୫ତମ ଗଭର୍ନର ହେବା ପରେ ତାଙ୍କୁ ଅନେକ ଥଟ୍ଟା ପରିହାସର ସମ୍ମୁଖୀନ ହେବାକୁ...

ହମ୍‌ସଫର ଏକ୍ସପ୍ରେସରୁ ଫ୍ଲେକ୍ସିଫେୟାର ଭଡ଼ା ହଟିଲା

ନୂଆଦିଲ୍ଲୀ,୧୪-୯: ଭାରତୀୟ ରେଲଓ୍ବେ ଯାତ୍ରୀଙ୍କୁ ଆଶ୍ୱସ୍ତ କରି ପ୍ରିମିୟମ ହମ୍‌ସଫର ଏକ୍ସପ୍ରେସରୁ ଫ୍ଲେକ୍ସିଫେୟାର ଭଡ଼ା ଯୋଜନାକୁ ହଟାଇ ଦେଇଛି। ଏଥିସହିତ ଏହି ଗାଡ଼ିରେ ସ୍ଲିପର କୋଚ୍‌...

ଗୋଟିଏ ଦିନରେ ଓ୍ବାରରୁମ ସ୍ଥାପନ କଲା ଆର୍‌ବିଆଇ

କରୋନା ପାଇଁ ଦେଶର ଫାଇନାନ୍ସିଆଲ ସିଷ୍ଟମରେ ଯେଭଳି କୌଣସି ଅସୁବିଧା ନ ଉପୁଯେ ତାକୁ ଧ୍ୟାନରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ ତ୍ୱରୀତ ଭିତ୍ତିରେ ପଦକ୍ଷେପ...

ରେପୋ କମାଇ ନ ପାରେ ଆର୍‌ବିଆଇ

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଏହାର ପରବର୍ତ୍ତୀ ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକରେ ରେପୋ ହ୍ରାସ କରି ନ ପାରେ। ଏହା ରେପୋକୁ ଅପରିବର୍ତ୍ତିତ ରଖିପାରେ ବୋଲି...

ବିଓଆଇ ପକ୍ଷରୁ ସ୍ବଚ୍ଛ ଭାରତ ଅଭିଯାନ

ଭୁବନେଶ୍ୱର,୪।୧୦:ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଓଆଇର ଆଞ୍ଚଳିକ ପ୍ରବନ୍ଧକ ଏସ୍‌...

ମାନୁଫାକ୍‌ଚରିଂକୁ ଉତ୍ସାହିତ କରିବେ ସରକାର;ଅର୍ଥ ବ୍ୟବସ୍ଥାକୁ ଗତି ଦେବା ଲାଗି ପ୍ରୟାସ

ନୂଆଦିଲ୍ଲୀ,୨୬।୬ : କରୋନା ମହାମାରୀ ଯୋଗୁ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପଡିଛି। ଚଳିତ ବର୍ଷ ଭାରତର ଜିଡିପି ୪.୫% ଖସିଯିବ...

Advertisement
Archives

Model This Week