କନ୍ଧମାଳ ଜିଲାରେ ପାସହାର ୯୭.୪୫, ଅନ୍ବେଷା ଆଗରେ

କନ୍ଧମାଳ/ ଫୁଲବାଣୀ,୨ା୫(ସଞ୍ଜୟ କୁମାର ପାଣିଗ୍ରାହୀ/ରାକେଶ କୁମାର ରାଉତ): ମାଟ୍ରିକ ପରୀକ୍ଷା ଫଳାଫଳ ଶୁକ୍ରବାର ପ୍ରକାଶିତ ହୋଇଛି। ଚଳିତ ବର୍ଷ କନ୍ଧମାଳ ଜିଲାରେ ପାସ ହାର ୯୭.୪୫ ରହିଛି।

ଜିଲାର ୨୧୪ଟି ହାଇସ୍କୁଲର ସମୁଦାୟ ୯୮୭୭ ଛାତ୍ରୀଛା ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୬୨୫ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫୨୭୧ ଛାତ୍ରୀ ଏବଂ ୪୩୫୪ ଛାତ୍ର ଅଛନ୍ତି। ୬ଜଣ ଏ-୧ ଗ୍ରେଡରେ ପାସ ହୋଇଥିବା ବେଳେ ୪୬ ଜଣ ଏ-୨, ୩୦୩ଜଣ ବି-୧, ୧୨୯୨ ଜଣ ବି-୨, ୨୮୫୬ ଜଣ ସି, ୩୭୩୩ ଜଣ ଡି ଏବଂ ୧୩୮୯ ଜଣ ଇ ଗ୍ରେଡରେ ରହିଛନ୍ତି।

କନ୍ଧମାଳ ଜିଲାର ପାସହାର ରାଜ୍ୟ ପାସହାର ଠାରୁ ଅଧିକ ରହିଛି। ଏ -୧ ଗ୍ରେଡ ପାଇଥିବା ସମସ୍ତ ୬ ପରୀକ୍ଷାର୍ଥୀ ସରସ୍ବତୀ ଶିଶୁ ମନ୍ଦିରର ବୋଲି ଜଣାପଡିଛି। କୌଣସି ସରକାରୀ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଏହି ସଫଳତା ମିଳିନାହିଁ। ଫୁଲବାଣୀ ସରସ୍ବତୀ ଶିଶୁ ମନ୍ଦିର ଛାତ୍ରୀ ଅନ୍ବେଷା ସାହୁ ୫୬୩(୯୩.୮୩%) ମାର୍କ ସହ ଜିଲ୍ଲା ଟପ୍ପର ହୋଇଛନ୍ତି। ସେହିପରି ଫୁଲବାଣୀ ଶିଶୁ ମନ୍ଦିରର ବିକାଶ ରଞ୍ଜନ କର (୫୫୮,୯୩%), ବାଲିଗୁଡ଼ା ଶିଶୁ ମନ୍ଦିରର ସୁଶ୍ରୀ ସମ୍ପନ୍ନା ପଣ୍ଡା (୫୫୭,୯୨.୮୩%),ରାଇକିଆ ଶିଶୁ ମନ୍ଦିରର ଦିପ୍ତିମୟୀ ବିଷୋୟୀ (୫୪୭,୯୧.୧୬%), ଫୁଲବାଣୀ ଶିଶୁ ମନ୍ଦିରର ଅର୍ଚ୍ଚିତା ଲହରିଆ (୪୩,୯୦.୦୫%) ଏବଂ ସାଇ ଶ୍ରୀୟା ସାହୁ (୫୪୦,୯୦%) ଙ୍କୁ ଏ -୧ ଗ୍ରେଡ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri