ସୁନ୍ଦରଗଡ ଜିଲାର ପ୍ରଥମ ଆଦିବାସୀ ଆଇଏଏସ୍‌ ଅଫିସରଙ୍କ ପରଲୋକ

ସୁନ୍ଦରଗଡ,୧୯।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାର ପ୍ରଥମ ଆଇଏଏସ୍‌ ଅଫିସର ଲିଭନିସ୍‌ କିଣ୍ଡୋଙ୍କର ରବିବାର ରାତିରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ସେ ସୁନ୍ଦରଗଡ ଜିଲାର ପ୍ରଥମ ଆଦିବାସୀ ଆଇଏଏସ୍‌ ଅଫିସର ଭାବେ ପରିଚିତ ଥିଲେ। ଗତ ରାତିରେ ରାଜଗାଙ୍ଗପୁର ମାଲିଡିହିସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
୧୯୪୫ ମାର୍ଚ୍ଚ ୧୩ରେ ରାଜଗାଙ୍ଗପୁର ମାଲିଡିହିରେ ଲିଭନିସ୍‌ ଜନ୍ମଗ୍ରହଣ କରିଥିଲେ। ସେ ୧୯୭୦ରେ ସେ ସମ୍ବଲପୁର ଗଙ୍ଗାଧର ମେହେର ମହାବିଦ୍ୟାଳୟରୁ ଅର୍ଥଶାସ୍ତ୍ରରେ ସ୍ନାତକ ଓ ପରେ ସ୍ନାତକୋତ୍ତରରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ପରେ ୟୁକେ ଗ୍ଲାସଗୋ ବିଶ୍ବବିଦ୍ୟାଳୟରୁ ପିଏଚ୍‌ଡି ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri