ସୁନ୍ଦରଗଡ ଜିଲାର ପ୍ରଥମ ଆଦିବାସୀ ଆଇଏଏସ୍‌ ଅଫିସରଙ୍କ ପରଲୋକ

ସୁନ୍ଦରଗଡ,୧୯।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାର ପ୍ରଥମ ଆଇଏଏସ୍‌ ଅଫିସର ଲିଭନିସ୍‌ କିଣ୍ଡୋଙ୍କର ରବିବାର ରାତିରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ସେ ସୁନ୍ଦରଗଡ ଜିଲାର ପ୍ରଥମ ଆଦିବାସୀ ଆଇଏଏସ୍‌ ଅଫିସର ଭାବେ ପରିଚିତ ଥିଲେ। ଗତ ରାତିରେ ରାଜଗାଙ୍ଗପୁର ମାଲିଡିହିସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
୧୯୪୫ ମାର୍ଚ୍ଚ ୧୩ରେ ରାଜଗାଙ୍ଗପୁର ମାଲିଡିହିରେ ଲିଭନିସ୍‌ ଜନ୍ମଗ୍ରହଣ କରିଥିଲେ। ସେ ୧୯୭୦ରେ ସେ ସମ୍ବଲପୁର ଗଙ୍ଗାଧର ମେହେର ମହାବିଦ୍ୟାଳୟରୁ ଅର୍ଥଶାସ୍ତ୍ରରେ ସ୍ନାତକ ଓ ପରେ ସ୍ନାତକୋତ୍ତରରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ପରେ ୟୁକେ ଗ୍ଲାସଗୋ ବିଶ୍ବବିଦ୍ୟାଳୟରୁ ପିଏଚ୍‌ଡି ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଜ୍‌ମା ଦାନ ପାଇଁ ଉତ୍ସାହିତ କର

ଅନୁଗୋଳ ଅଫିସ୍‌, ୨୯।୭ କରୋନାରୁ ସୁସ୍ଥ ହୋଇଥିବା ଅନୁଗୋଳ ଜିଲାର ଲୋକମାନେ କିପରି ପ୍ଲାଜମା ଦାନ ପାଇଁ ଆଗେଇ ଆସିବେ ସେ ସମ୍ପର୍କରେ ସଚେତନତା ସୃଷ୍ଟି...

ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ପରେ କଣ୍ଟେନ୍‌ମେଣ୍ଟ କଟକଣା: ବାଲେଶ୍ୱରର ୩ ଅଞ୍ଚଳ ସିଲ୍‌ କଲା ପ୍ରଶାସନ

ବାଲେଶ୍ୱର ଅଫିସ,୧୯।୪: ରାଜ୍ୟରେ ଶନିବାର ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଜଣଙ୍କ ବାଲେଶ୍ୱରର। ଏହା ଜଣାପଡ଼ିବା ପରେ ଜିଲା ପ୍ରଶାସନ ପକ୍ଷରୁ ମ୍ୟୁନିସିପାଲିଟି ଅଧୀନ ୨୭ ଏବଂ...

CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୬

ଭୁବନେଶ୍ୱର,୫।୫:(ବ୍ୟୁରୋ)- ମଙ୍ଗଳବାର ରାତିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬ରେ ପହଞ୍ଚିଛି। ପଜିଟିଭ୍ ଚିହ୍ନଟ...

୨ ବର୍ଷ ବିତିଲା, ମିଳିନି ପିଠା ଅର୍ଥ

କଟକ ସଦର, ୧୦ା୫ (ଡି.ଏନ.ଏ.):୨୦୧୮-୧୯ ଆର୍ଥିକ ବର୍ଷରେ ରାଜ୍ୟ ସରକାର ସମସ୍ତ ପଞ୍ଚାୟତରେ ପିଠା (ପିପୁଲ୍‌ସ ଏମ୍‌ପାଓ୍ବାରମେଣ୍ଟ ଏନାବେଲିଂ ଟ୍ରାନ୍ସପରେନ୍ସି ଆଣ୍ଡ ଏନ୍‌ହାନ୍ସିଂ ଆକାଉଣ୍ଟେବିଲିଟି) କାର୍ଯ୍ୟକ୍ରମ...

ବିଏସ୍‌ସିଏଲ୍‌ ପାଇଲା ସାଣ୍ଡଭିକ୍‌ ଇଣ୍ଡିଆ ଜେଣ୍ଡର ଆଓ୍ବାର୍ଡ

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ(ବିଏସ୍‌ସିଏଲ୍‌)ର ସ୍ମାର୍ଟ ସାମାଜିକ ପ୍ରକଳ୍ପ ସାଣ୍ଡଭିକ୍‌ ଇଣ୍ଡିଆ ଜେଣ୍ଡର ଆଓ୍ବାର୍ଡ ୨୦୧୯ର ତୃତୀୟ ସଂସ୍କରଣର ବିଜେତା ହୋଇଛି। ଗତ ଶନିବାର...

ବରଗଡ଼-ବଲାଙ୍ଗୀର ରାସ୍ତାରେ ବ୍ୟବସାୟୀଙ୍କୁ ଗୁଳିମାଡ଼, ଡାକ୍ତରଖାନାରେ ଭର୍ତ୍ତି

ବରଗଡ଼ ଅଫିସ, ୧୦।୧୦- ବରଗଡ଼-ବଲାଙ୍ଗୀର ରାସ୍ତାରେ ବୁଧବାର ବିଳମ୍ବିତ ରାତିରେ ଏକ ଗୁଳିକାଣ୍ଡ ଘଟିଛି। ଗୁଳିମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ...

ନିର୍ଜୀବ ନନ୍ଦନକାନନ

ବଅଁରପାଳ,୧୯ା୩(ଉପେନ୍ଦ୍ର ରାଉତ) : ହ୍ରାସ ପାଉଛି ଜଙ୍ଗଲ। ଲୋପ ପାଉଛନ୍ତି ବିଭିନ୍ନ ଜୀବଜନ୍ତୁ, ସରୀସୃପ। ତେଣୁ ଜୀବ ପ୍ରତି ଦୟାଭାବ ଓ ବିରଳ ବନ୍ୟଜନ୍ତୁଙ୍କ ସଂରକ୍ଷଣ...

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀଙ୍କ ଆତ୍ମହତ୍ୟା

ଚନ୍ଦ୍ରଗିରି,୧୫ା୮(ଡି.ଏନ.ଏ.):ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରିର ଚନ୍ଦନପୁର ବସ୍ତିରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀ...

Advertisement


Archives

Model This Week