ୟୁପିଏସ୍‌ସି ପରୀକ୍ଷା ରେ ଉତ୍ତୀର୍ଣ ହୋଇ କଳାହାଣ୍ଡି ପାଇଁ ଗୌରବ ଆଣିଲେ ପ୍ରଥମା ପ୍ରତୀକ୍ଷା ପ୍ରଧାନ

ଭବାନୀପାଟଣା,୨୩।୫(ସ୍ବ.ପ୍ର.): କଥାରେ ଅଛି ଦୃଢ଼ ଇଚ୍ଛାଶକ୍ତି ଓ କଠିନ ପରିଶ୍ରମ ସଫଳତାର ଶୀର୍ଷରେ ପହଞ୍ଚାଇଥାଏ। ଠିକ ଏହି ଉକ୍ତିଟି ପରି କଳାହାଣ୍ଡି ଜିଲା ଭଳି ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଜଣେ ଝିଅ ମଙ୍ଗଳବାର ସଫଳତାର ଶୀର୍ଷରେ ପହଞ୍ଚିପାରିଛନ୍ତି। ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ଉତ୍ତୀର୍ଣ୍ଣ କଳାହାଣ୍ଡି ଜିଲା ପାଇଁ ଗୌରବ ଆଣିଛନ୍ତି ଭବାନୀପାଟଣା ପୁରୁଣାପଡାର ପ୍ରଥମା ପ୍ରତୀକ୍ଷା ପ୍ରଧାନ।
୨୩ ବର୍ଷୀୟା ପ୍ରଥମା ୬୭୦ ନମ୍ବର ର଼୍ୟାଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି। ଯାହାକୁ ନେଇ ଏବେ ଜିଲାର ବିଭିନ୍ନ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛାର ଶୁୁଅ ଛୁଟିଛି । ତାଙ୍କ ବାପା ଗୋକୁଲା ନନ୍ଦ ପ୍ରଧାନ ଓ ମା ରଶ୍ମିତା ପ୍ରଧାନ ଉଭୟ ପେସାରେ ଶିକ୍ଷକ ଶିକ୍ଷୟିତ୍ରୀ। ପ୍ରଥମା ଭବାନୀପାଟଣା ଓୟୁଏଟି କଲେଜରେ ପାଠ ପଢ଼ୁଥିବା ବେଳେ ସେ ଭାରତୀୟ ପ୍ରଶାସନିକ ସେବା ପାଇଁ ଘରେ ରହି ପ୍ରସ୍ତୁତି କରିଥିଲେ। ପ୍ରତ୍ୟେକ ଦିନ ୧୦ରୁ ୧୨ ଘଣ୍ଟା ଏଥିପାଇଁ ସେ କଠିନ ପରିଶ୍ରମ କରୁଥିବା ବେଳେ ତାଙ୍କର ପରିଶ୍ରମ ଆଜି ତାଙ୍କୁ ସଫଳତାର ଶୀର୍ଷରେ ପହଞ୍ଚାଇ ପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri