ଚିଲିକାରେ ଫସିଛି ଯାତ୍ରାବାହୀ ଡଙ୍ଗା

ଖୋର୍ଦ୍ଧା ଅଫିସ,୨୯।୧୦: ଚିଲିକା ମଝିରେ ଯାତ୍ରାବାହୀ ଡଙ୍ଗା ଶନିବାର ଫସିଯାଇଛି। ଯାହାଫଳରେ ୪୦ରୁ ଅଧିକ ଯାତ୍ରୀ ଚିଲିକା ମଝିରେ ଫସିରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରାଯାଉଛି ।
ଖବର ଅନୁଯାୟୀ, ସାତପଡ଼ାରୁ ଜହ୍ନିକୁଦା ଘାଟକୁ ଆସୁଥିବା ଡଙ୍ଗାରେ ଅନେକ ଯାତ୍ରୀଙ୍କ ସହ ୧୫ଟି ବାଇକ ଲୋଡିଂ ହୋଇଥିଲା । ତେବେ ଘାଟରୁ କିଛି ବାଟ ଯିବା ପରେ ହଠାତ୍‌ ଡଙ୍ଗାର ମେଶିନ ଖରାପ ହେବାରୁ ଡଙ୍ଗାଟି ଚିଲିକା ମଝିରେ ଫସିରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri