ଓଲଟିଲା ଯାତ୍ରୀବାହୀ ବସ୍‌: ୫ ମୃତ, ୩୦ ଆହତ

ମାଲକାନଗିରି,୧୩ା୬(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ବୋଡୁଗୁଡମ ନିକଟରେ ସୋମବାର ଭୋର୍‌ରୁ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ସମସ୍ତ ମୃତକ ଓଡ଼ିଶାର ବୋଲି ଜଣାପଡ଼ିଛି। ବସ୍‌ଟି ବିଜୟଓ୍ବାଡାରୁ ଭବାନୀପାଟଣା ଆସୁଥିଲା। ଭାରସାମ୍ୟ ହରାଇ ବୁଲାଣି ରାସ୍ତାରେ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନାରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ୩୦ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଭଦ୍ରାଚଳମ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri