Posted inଜାତୀୟ

ନଦୀକୁ ଖସିଲା ଯାତ୍ରୀବାହୀ ବସ, ୭ ମୃତ…

ରାଞ୍ଚି, ୧୭।୯ : ଝାଡଖଣ୍ଡର ହଜରିବାଗ ଜିଲାର ଟାଟିଜରିଆ ପୋଲିସ ଷ୍ଟେଶନ ଅନ୍ତର୍ଗତ ଥିବା ସଓ୍ବୋନେ ନଦୀ ବ୍ରିଜରୁ ଏକ ଯାତ୍ରୀବାହୀ ବସ ଖସିପଡିଛି। ଏହି ଦୁର୍ଘଟଣାରେ ୭ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏଥିସହ ୪୦ ରୁ ଅଧିକ ଲୋକ ଆହତ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହି ବସ ଯାତ୍ରୀଙ୍କୁ ଗିରିଡିହରୁ ରାଞ୍ଚି ଯାଉଥିଲା। ଯାତ୍ରୀମାନେ ଗୁରୁଦ୍ୱାରରେ ଆୟୋଜିତ ହେବାକୁ ଥିବା ଆରଦାସ କୀର୍ତ୍ତନରେ ଯୋଗଦେବାକୁ ଯାଉଥିଲେ।

ବସଟି ବ୍ରିଜଠାରୁ ପ୍ରାୟ ୨୦ଫୁଟ ତଳକୁ ଖସିଯିବା ମାତ୍ରେ ଭାଙ୍ଗିରୁଜି ଯାଇଥିଲା। ଆଖପାଖର ଲୋକମାନେ ଘଟଣାସ୍ଥଳକୁ ଆସି ଉଦ୍ଧାର କାର୍ଯ୍ୟ କରିଥିଲେ। ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ଥିତ୍ବା ପୋଲିସ ପକ୍ଷରୁ କୁହାଯାଇଛି। କୁହାଯାଉଛି ଯେ ଦୁଇଜଣ ଯାତ୍ରୀ ବସରେ ରହିଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

ଅମୃତର ସନ୍ତାନ

ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି।…

ଗଙ୍ଗାଜଳ ବଣ୍ଟନ ଚୁକ୍ତି

ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ…

ଭାରତ ଏକ ଗୋତ୍ର

ଭାରତରେ ନାମ ପରିବର୍ତ୍ତନ କିଛି ଦଶନ୍ଧି ପୂର୍ବେ ଆରମ୍ଭ ହୋଇଥିଲା। ମୁମ୍ବାଇ, ଚେନ୍ନାଇ ଓ କୋଲକାତା ଆଦି ନାମ ଚଳିତ ଶତାବ୍ଦୀର ଟିକେ ପୂର୍ବରୁ ବା ପରେ…

ଇରାନରେ ଯୁଦ୍ଧ ମଧ୍ୟରେ ଇସ୍ରାଏଲରେ ନିର୍ବାଚନ ଘୋଷଣା, ୫୩ ବର୍ଷ ମଧ୍ୟରେ ପ୍ରଥମ ଥର ପୂର୍ଣ୍ଣ କାର୍ଯ୍ୟକାଳ ଶେଷ କଲେ ସରକାର

ଜେରୁଜେଲମ,୧୩।୭: ଇସ୍ରାଏଲର ପରବର୍ତ୍ତୀ ସାଧାରଣ ନିର୍ବାଚନ ପାଇଁ ତାରିଖ ସ୍ଥିର କରାଯାଇଛି; ଭୋଟିଂ ୨୭ ଅକ୍ଟୋବର, ୨୦୨୬ ରେ ହେବ। ଉଲ୍ଲେଖନୀୟ ଯେ, ଏହା ୩୮ ବର୍ଷ…

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri