Posted inଜାତୀୟ

ଆକାଶରେ ଲଟକି ରହିଲା ଯାତ୍ରୀବାହୀ ବସ: ୪୭ ଜଣ ମୃତ୍ୟୁ ମୁଖରୁ ପାଇଲେ ନୂଆ ଜୀବନ…

ବରେଲୀ,୮।୧ : ବରେଲୀର ଫତେହଗଞ୍ଜ ଅଞ୍ଚଳର ଜାତୀୟ ରାଜପଥରେ ରାମପୁରା ପୋଲ ନିକଟରେ ଟ୍ରକ ସହ ଧକ୍କା ହେବା ପରେ ଏକ ଯାତ୍ରୀବାହୀ ବସ ଆକାଶରେ ଲଟକି ରହିଥିଲା। ଦୁର୍ଘଟଣା ଘଟିବା ମାତ୍ରେ ଯାତ୍ରୀମାନେ ଚିତ୍କାର କରିଥିଲେ। ବସରେ ୪୫ ଯାତ୍ରୀ ଏବଂ ବସର ଡ୍ରାଇଭର ଏବଂ କଣ୍ଡକ୍ଟର ସମେତ ମୋଟ ୪୭ ଜଣ ଥିଲେ। ଖବର ପାଇ ପୋଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତଙ୍କୁ ଉଦ୍ଧାର କରିଥିଲେ। ପେୀ ଅନ୍ୟ ବସରେ ଯାତ୍ରୀଙ୍କୁ ଗନ୍ତବ୍ୟ ସ୍ଥଳକୁ ପଠାଯାଇଥିଲା। ଏଥିରେ କେହି ଗୁରୁତର ଆହତ ହୋଇନାହାନ୍ତି ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

ବରେଲୀ ଡିପୋରୁ ବସ ୪୫ଜଣ ଯାତ୍ରୀଙ୍କୁ ନେଇ ସହ ଶାହାଜାହାନପୁର ଅଭିମୁଖେ ଯାଉଥିଲା। ବସ ରାମପୁରା ବ୍ରିଜ ନିକଟରେ ପହଞ୍ଚିବା ମାତ୍ରେ ପଛରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଟ୍ରକ ଧକ୍କା ହେବା ପରେ ବସ ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲା ଏବଂ ପୋଲ କାନ୍ଥରେ ପିଟି ହୋଇ ତଳକୁ ଝୁଲି ରହିଥିଲା।

ସ୍ଥାନୀୟ ଲୋକଙ୍କ ସହାୟତାରେ ଯାତ୍ରୀମାନଙ୍କୁ ବସରୁ ବାହାରକୁ ଅଣାଯାଇଥିବା ଡ୍ରାଇଭର ଶକିଲ କହିଛନ୍ତି। ସୂଚନା ପାଇବା ପରେ ପୋଲିସ ଧକ୍କା ହେବା ପରେ ଦୌଡ଼ି ପଳାଉଥିବା ଟ୍ରକ ଡ୍ରାଇଭରକୁ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri