ଟ୍ୟାଙ୍କରକୁ ଧକ୍କା ଦେଲା ଯାତ୍ରୀବାହୀ ବସ: ତିନି ଗୁରୁତର

ଧର୍ମଶାଳା ୨୬।୯(ଶିବପ୍ରସାଦ ମହାନ୍ତି) ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ରଥିଆ ଛକ ନିକଟରେ ବାଲେଶରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଯାତ୍ରୀବାହୀ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଗୁରୁତର ହୋଇଥିବା ତିନିଜଣ ଯାତ୍ରୀଙ୍କୁ ପ୍ରଥମେ ଧର୍ମଶାଳା ଓ ପରେ କଟକ ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ଅନୁସାରେ. ଗାଡ଼ି ନମ୍ବର ଓଡି୦୧ଏସ୧୪୧୪ ‘ସାହୁ’ ନାମକ ଏସି ସ୍ଲିପର ଯାତ୍ରୀବାହୀ ବସଟି ରାତି ପ୍ରାୟ ୧ଟା ସମୟରେ ଜାରକା ରଥିଆ ଛକ ନିକଟରେ କୌଣସି କାରଣରୁ ପ୍ରଥମେ ଏକ କାରକୁ ଧକ୍କା ଦେବା ପରେ ପାର୍କିଂ କରିଥିବା ଟ୍ୟାଙ୍କର ପଛ ପଟେ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଏବଂ ଧର୍ମଶାଳା ପୋଲିସ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ବସରେ ୪୦ରୁ ଉଦ୍ଧର୍‌ବ ଯାତ୍ରୀ ଥିବାବେଳେ ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri