ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌: ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ଭଦ୍ରକ ଅଫିସ,୨୩।୩ : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ପଳଦାବାଙ୍କ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଜଗାକାଳିଆ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍‌ଟି ଓଲଟି ପଡ଼ିବାରୁ ବସ୍‌ରେ ଥିବା ୨୦ରୁ ୨୫ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାରକରାଯାଇ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଛି।
ସୂଚନାଯୋଗ୍ୟ, ବସ୍‌ଟି କଲିକତାରୁ ଭୁବନେଶ୍ୱର ଯାଉଥିବା ବେଳେ ଭାରସାମ୍ୟ ହରାଇ ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡାରିପୋଖରୀ ଥାନା ପଳଦାବାଙ୍କ ନିକଟରେ ରାସ୍ତା କଡ଼କୁ ଟଳି ପଡିଥିଲା। ଦୁର୍ଘଟଣା ନେଇ କୌଣସି ସ୍ପଷ୍ଟ ତଥ୍ୟ ମିଳି ନ ଥିବା ବେଳେ ରାଜପଥ ସମ୍ପ୍ରସାରଣ ବେଳେ ରାସ୍ତା କାମ ପାଇଁ ଦୁର୍ଘଟଣା ଘଟିଥିବା କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ ନିୟମ ଉଲ୍ଲଘଂନ କରି କଳସ ଶୋଭାଯାତ୍ରା: ଥାନାରେ ମାମଲା

ପଟ୍ଟାମୁଣ୍ଡାଇ,୧୩।୭(ସ୍ବ.ପ୍ର)-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା ବଳଭଦ୍ରପୁର ଗ୍ରାମରେ ଗ୍ରାମଦେବତୀଙ୍କ ପ୍ରତିଷ୍ଠା ଉତ୍ସବରେ କୋଭିଡ ନିୟମ ଉଲ୍ଲଘଂନ ହୋଇଥିବା ନେଇ ରବିବାର ଅଭିଯୋଗ ହୋଇଥିଲା। ଏହି ଘଟଣାରେ...

ବଜ୍ରାପାତରେ ମହିଳାଙ୍କ ଜୀବନ ଗଲା

ଦିଗପହଣ୍ଡି,୮ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିଗାଁ ପଞ୍ଚାୟତ ଶଙ୍କରଖାଳି ଗ୍ରାମର ଦଳିତ ସାହିରେ ଶନିବାର ବଜ୍ରପାତ ଘଟି ଜଣେ ମହିଳାଙ୍କ ଜୀବନ ଯାଇଛି।...

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ଗଞ୍ଜାମ ଜିଲାରେ ପାସହାର ୭୨ %

ବ୍ରହ୍ମପୁର ଅଫିସ,୨୧ା୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଗଞ୍ଜାମ ଜିଲାରେ ପାସ ହାର ୭୧.୮୫% ରହିଛି। ଜିଲାରେ ମୋଟ ୪୮ ହଜାର...

ଯୁବକଙ୍କୁ ବୋମା ମାଡ଼, କାରଣ ଖୋଜୁଛି ପୋଲିସ

ଆସିକା,୨୯ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅଧୀନ ପଣିବନ୍ଧ ଗ୍ରାମରେ ଶୁକ୍ରବାର ବୋମାମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ...

ମଧୁମେହ ରୋଗୀଙ୍କ ସହ ଏହି ସବୁ ଲୋକଙ୍କୁ କରୋନା ହେବାର ରହିଛି ଅଧିକ ଆଶଙ୍କା: ଜାଣନ୍ତୁ କିପରି ହେବେ ଯତ୍ନବାନ

ବ୍ରହ୍ମପୁର ଅଫିସବ,୧୨।୭: କରୋନା ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି।...

ଚଳନ୍ତା ଗାଡ଼ିରୁ ଖସିପଡ଼ି ଚାଲିଗଲା ଡ୍ରାଇଭରଙ୍କ ଜୀବନ

ବ୍ରଜରାଜନଗର,୪ା୧୨(ଡି.ଏନ.ଏ.): ଝାରସୁଗୁଡ଼ା ଜିଲା ବ୍ରଜରଜନଗର ଥାନା ଅଧୀନ ଲାଜକୁରା ଖୋଲାମୁଁହ ଖଣିରେ କାର୍ଯ୍ୟ କରୁଥିବା ଜଣେ ଡମ୍ପର ଡ୍ରାଇଭରଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ...

ଜଳଯୋଗାଣ ଦାବିରେ କୃଷକଙ୍କ ଧାରଣା

କଣ୍ଟାପଡ଼ା,୨ା୧୧(ଡି.ଏନ୍‌.ଏ.): ପ୍ରତାପନଗରୀ ଜଳସେଚନ ବିଭାଗ ଫୁଲନଖରା ଡିଷ୍ଟ୍ରିବ୍ୟୁଟାରି କେନାଲ ପାର୍ଶ୍ୱରେ ଥିବା କଣ୍ଟାପଡ଼ା ଓ ଶିଶୁଆ ମୌଜାର ଶତାଧିକ ଏକର ଜମିରେ କେନାଲ ଜଳ ଅଭାବରୁ...

ବାପାଙ୍କ ସହ ଦୁଇବର୍ଷର ଶିଶୁକନ୍ୟାଙ୍କୁ କରୋନା: ନିଷିଦ୍ଧାଞ୍ଚଳ ହେବ ଏକାଧିକ ସ୍ଥାନ

ଦାରିଙ୍ଗବାଡ଼ି,୨୭।୭(ଡି.ଏନ୍‌.ଏ): କନ୍ଧମାଳ ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ସୋମବାର ଜିଲାରେ ନୂଆ ୭୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା କନ୍ଧମାଳ...

Advertisement
Archives

Model This Week