ଯାତ୍ରୀବାହୀ ବସ୍‌- ଟ୍ରକ୍‌ ଧକ୍କା: ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ଆନନ୍ଦପୁର,୧୯।୮: କେନ୍ଦୁଝର ଜିଲା ଆନ୍ଦପୁର ବେଲବାହାଳି ବାଇପାସ୍‌ ରାସ୍ତାରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଲୁହାପଥର ବୋଝେଇ ଟ୍ରକ ସହ ଏକ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିବା ଜଣାପଡିଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ବସ୍‌ଟି ଭୁବନେଶ୍ୱରରୁ ଛେନାପଦି ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ବା କେଶ ପାଇଁ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ନୂଆଦିଲ୍ଲୀ,୯।୮: ଭାରତର ଜଣେ ମହିଳା ନିଜର ଅତି ଲମ୍ବା କେଶ ପାଇଁ ଏକ ନୂତନ ଓ୍ବାଲର୍‌ଡ ରେକର୍ଡ ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ହଲଦଓ୍ବାନୀ ସହରର ରେଣୁ ଧାରିଓ୍ବାଲ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର…

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri