ଏୟାରଲାଇନ୍ସରେ ପରଷା ଯାଉଛି ଡଗ ଫୁଡ୍‌, ଭାଇରାଲ ହେଉଛି ମେନୁ

ବେଜିଂ,୨୨।୧୧:ଜଣେ ଯାତ୍ରୀ ଏୟାରଲାଇନ୍ସ ଉପରେ ଅଭିଯୋଗ ଆଣିଛନ୍ତି କି, ବିମାନ ଯାତ୍ରା ସମୟରେ ତାଙ୍କୁ ଡଗ୍‌ ଫୁଡ୍‌ ପରଷା ଯାଉଛି। ଚାଇନା ଇଷ୍ଟର୍ଣ୍ଣ ଏୟାରଲାଇନ୍ସରେ ଯାତ୍ରା କରୁଥିବା ଜଣେ ଯାତ୍ରୀ ବିଜନେସ କ୍ଲାସ ମେନୁର ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଫଟୋ ଦେଖି ୟୁଜର୍ସ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଯାତ୍ରୀ ଜଣକ ଦାବି କରିଛନ୍ତି କି, ଏୟାରଲାଇନ୍ସ ନିଜ ଗ୍ରାହକଙ୍କୁ ବିଦେଶରୁ ଆମଦାନୀ ହେଉଥିବା ଡଗ୍‌ ଫୁଡ୍‌ ଆଣି ଯାତ୍ରୀଙ୍କୁ ପରଷୁଛନ୍ତି।

Airline offers 'imported dog food' on menu leaving passengers baffled… but it's not the only thing grossing people out | The Sun

ଯାତ୍ରୀ ଜଣକ ହେଉଛନ୍ତି ଫୋନରାଡ ବୁ। ସେ ଏହି ଘଟଣାରେ ଅସନ୍ତୋଷ ବ୍ୟକ୍ତ କରି ଏହି ଘଟଣା ଉପରେ ସମସ୍ତଙ୍କ ଧ୍ୟାନ ଆକର୍ଷଣ କରିବାକୁ ଯାଇ ମେନୁର ଫଟୋ ଶେୟାର କରିଛନ୍ତି। ମେନୁରେ ଏପେଟାଇଜର, ସୁପ, ପାଉଁରୁଟି ଓ ମିଠା ସହ ଅନେକ ପ୍ରକାର ବ୍ୟଞ୍ଜନ ବିଷୟରେ ଉଲ୍ଲେଖ ଅଛି। ସେହିପରି ମେନୁରେ ଭ୍ୟାନିଲା ଝିଙ୍ଗ ଓ ସ୍ମୋକ ପେପର ଓ୍ବିକ ସହ ଡଗ୍‌ ଫୁଡ୍‌କୁ ଏପେଟାଇଜର ଲିଷ୍ଟରେ ସାମିଲ କରାଯାଇଛି। ଫଟୋ ଶେୟାର କରି ଫୋନରାଡ ଏୟାରଲାଇନ୍ସକୁ ଟ୍ୟାଗ କରିଛନ୍ତି। ସେ ପୋଷ୍ଟରେ କହିଛନ୍ତି, ଏହି ଖାଦ୍ୟ ଅସଲରେ କଣ ତାହା ଏୟାରଲାଇନ୍ସ ନିଜର ମତ ରଖୁ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri