Posted inଜାତୀୟ

ପାସେଞ୍ଜର-ମାଲ ଗାଡ଼ି ଧକ୍କା, ୫୦ରୁ ଅଧିକ ଆହତ, ୧୩ ଗୁରୁତର…

ମୁମ୍ବାଇ, ୧୭।୮ : ମହାରାଷ୍ଟ୍ରର ଗୋନ୍ଦିଆ ସହର ନିକଟରେ ରାୟପୁରରୁ ନାଗପୁର ଅଭିମୁଖେ ଯାଉଥିବା ଏକ ପାସେଞ୍ଜର ଟ୍ରେନ ମାଲ ଗାଡ଼ି ସହିତ ଧକ୍କା ହୋଇଛି। ଏହି ଦୁର୍ଘଟଣା ଯୋଗୁ ପାସେଞ୍ଜର ଟେନ୍‌ର ୩ ବଗି ରେଳ ଲାଇନଚ୍ୟୁତ ହୋଇଛି। ଭୋର୍‌ ବିଳମ୍ବିତ ରାତି ୨ଟା ୩୦ରେ ଏହି ଟ୍ରେନ ଦୁର୍ଘଟଣା ଘଟିଛି। ଏଥିରେ ୫୦ରୁ ଅଧିକ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ୧୩ ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି।

ମିଳିଥିବା ସୂଚନା ଅନୁଯାୟୀ, ପାସେଞ୍ଜର ଟ୍ରେନ ରାୟପୁରର ଭଗତ କି କୋଠିରୁ ନାଗପୁର ଅଭିମୁଖେ ଯାଉଥିଲେ। ମାଲ ଗାଡ଼ି ସହିତ ଏହା ମୁହାଁମୁହିଁ ଧକ୍କା ହୋଇଥିଲେ। ସିଗନାଲ ଦେଖା ନଯାଉଥିବାରୁ ଏଭଳି ହୋଇଥିବା କୁହାଯାଉଛି। ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଜିଲା ଡାକ୍ତରଖାନା ଏବଂ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

କୋରାପୁଟ,୨୫।୬(ଅମିତାଭ ବେହେରା ): କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ କୁମାର ଶିଶାଙ୍କ ଦେହାନ୍ତ ହୋଇଛି । ଗତ କିଛି ଦିନ ଧରି ସେ…

ସରକାରଙ୍କ ବଡ଼ ପଦକ୍ଷେପ, ବିବାହ କାର୍ଡରେ ବର-କନ୍ୟାଙ୍କ ଜନ୍ମ ତାରିଖ ଅନ୍ତର୍ଭୁକ୍ତ କରିବା ବାଧ୍ୟତାମୂଳକ

ମୁମ୍ବାଇ,୨୫।୬: ବାଲ୍ୟବିବାହର ସାମାଜିକ କୁପ୍ରଥାକୁ ସମ୍ପୂର୍ଣ୍ଣ ଭାବରେ ଦୂର କରିବା ପାଇଁ ମହାରାଷ୍ଟ୍ରରେ ଏକ ଅନନ୍ୟ ଏବଂ କଠୋର ନିୟମ ଲାଗୁ ହେବାକୁ ଯାଉଛି। ରାଜ୍ୟ ସରକାର…

ବାଲେଶ୍ବରରେ ଚାଞ୍ଚଲ୍ୟ, ୮ ରାଉଣ୍ଡ ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା

ବାଲେଶ୍ୱର,୨୫।୬( ବାଞ୍ଛାନିଧି ଦେ ): ବାଲେଶ୍ବର ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ପୋଲିସକୁ ଅପରାଧୀମାନେ ଖୁଲମଖୁଲା ଚ୍ୟାଲେଞ୍ଜ ଦେଉଛନ୍ତି । ସହଦେବଖୁଣ୍ଟା ଥାନା…

ବୈଭବ ଇନ୍‌ ଅଭିଷେକ ଆଉଟ! ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଦଳ ପାଇଁ ଆୟରଲ୍ୟାଣ୍ଡ ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସମସ୍ତଙ୍କ ନଜର ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ, ଯିଏ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି…

ଭାଜପାକୁ ବଡ଼ ଧକ୍କା! କେରଳ ହାଇକୋର୍ଟଙ୍କ ଭର୍ତ୍ସନା ପରେ, ୧୯ ଭାଜପା କାଉନସିଲର ପୁନର୍ବାର ଶପଥ ନେଲେ

ଥିରୁଭାନନ୍ତପୁରମ,୨୫।୬: ଥିରୁଭାନନ୍ତପୁରମ ମ୍ୟୁନିସିପାଲ କର୍ପୋରେସନର ୧୯ ଜଣ ଭାରତୀୟ ଜନତା ପାର୍ଟି (ଭାଜପା) କାଉନସିଲର ବୁଧବାର (ଜୁନ ୨୪, ୨୦୨୬), ସେମାନଙ୍କର ପୂର୍ବ ଶପଥକୁ ଅବୈଧ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri