ବିପଦପୂର୍ଣ୍ଣ ଅବସ୍ଥାରେ ଯାତ୍ରୀ ବିଶ୍ରାମାଗାର

ରାଇକିଆ, ୧।୧୨(ଡି.ଏନ.ଏ.): କନ୍ଧମାଳ ଜିଲା ରାଇକିଆ ବସ୍‌ଷ୍ଟାଣ୍ଡ ଯାତ୍ରୀ ବିଶ୍ରାମାଗାର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଏହି ବିଶ୍ରାମାଗାର ଜିଲାର ଏକ ପ୍ରମୁଖ ବସ୍‌ ଷ୍ଟାଣ୍ଡରେ ଥିବାରୁ ଦିନ ତମାମ ଯାତ୍ରୀ ସେଠାରେ ବସାଉଠା କରନ୍ତି। ତେବେ ବିଶ୍ରାମାଗାର ଛାତରୁ ପଲସ୍ତରା ଖସୁଥିବାରୁ ବସ୍‌କୁ ଅପେକ୍ଷା କରୁଥିବା ଲୋକେ ଅସୁରକ୍ଷିତ ମଣୁଛନ୍ତି। ୨୨ବର୍ଷ ପୁରୁଣା ଏହି ଯାତ୍ରୀନିବାସ ମରାମତି ଅଭାବରୁ ଶୋଚନୀୟ ହୋଇପଡ଼ିଛି । ଏ ନେଇ ରାଇକିଆ ସରପଞ୍ଚ ଗୀତାଞ୍ଜଳି ନାୟକ କହିଛନ୍ତି, ବିଶ୍ରାମାଗାର ଛାତ ନଷ୍ଟ ହୋଇଯାଇଥିବାରୁ ମରାମତି କିମ୍ବା ନୂତନ ବିଶ୍ରାମାଗାର ପାଇଁ ଅଧିକା ଅର୍ଥ ଆବଶ୍ୟକ ହେଉଛି । ଏ ନେଇ ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

ବିଜେଡିର ବଡ଼ ନିଷ୍ପତ୍ତି: ୧୩ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କଟକ,୯ା୨(ଶିଳ୍ପା ପ୍ରିୟଦର୍ଶିନୀ): ବିଜୁ ଜନତା ଦଳ ପକ୍ଷରୁ ଆସନ୍ତା ୧୩ ତାରିଖ ପୂର୍ୱାହ୍ନ ୧୦ଟାରେ କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ। ଦୋଳମୁଣ୍ଡାଇସ୍ଥିତ କଟକ ଜିଲା ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri