ପାସେଞ୍ଜର ଟ୍ରେନ୍‌ ଲାଇନ୍‌ଚ୍ୟୁତ: ସମସ୍ତ ଯାତ୍ରୀ ସୁରକ୍ଷିତ

କୋରାପୁଟ,୧୨।୯(ସ୍ବ.ପ୍ର.): କୋରାପୁଟ ଜିଲା ଜୟପୁର ନିକଟ ଛତ୍ରିପୁଟ ପାଖରେ ବିଶାଖାପାଟଣାରୁ ଛତିଶଗଡର କିରୋଣ୍ଡଲ ଯାଉଥିବା ପାସେଞ୍ଜର ଟ୍ରେନ୍‌ର ୪ଟି ବଗି ସୋମବାର ଅପରାହ୍ନରେ ଲାଇନ୍‌ଚ୍ୟୁତ ହୋଇଛି। ସେଥିରୁ ଗୋଟିଏ ସ୍ଲିପର କ୍ଲାସ ବଗି ହୋଇଥିବା ବେଳେ ଆଉ ୩ଟି ଜେନେରାଲ ବଗି। ତେବେ ଏହି ଦୁର୍ଘଟଣାରେ କିଛି କ୍ଷୟକ୍ଷତି ହୋଇ ନ ଥିବା ବେଳେ ସମସ୍ତ ଯାତ୍ରୀ ସୁରକ୍ଷିତ ରହିଥିବା କୋରାପୁଟ ଷ୍ଟେଶନ ମ୍ୟାନେଜର ନନ୍ଦକିଶୋର ଭିତିରିଆ ସୂଚନା ଦେଇଛନ୍ତି। ଖବରପାଇ ଘଟଣାସ୍ଥଳରେ ରେଲୱେ ବିଭାଗର ଡିଆରଏମ୍‌ ଅନୁପ ଶତପଥୀ, ସୁଧିର ଗୁପ୍ତା, ମୋନଜ କୁମାର ସାହୁ ପହଞ୍ଚି ଯାତ୍ରୀମାନଙ୍କୁ ଅନ୍ୟ ଟ୍ରେନରେ ତାଙ୍କର ଗନ୍ତବ୍ୟ ସ୍ଥଳକୁ ପଠାଇଥିବା ଜଣାଯାଇଛି। ରେଳ ଷ୍ଟେଶନର ରେଳ ଅଧିକାରୀ ଓ କର୍ମଚାରୀମାନେ ପହଞ୍ଚିବା ସହ ମରାମତି କାମ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

କେତୁଙ୍କ ବକ୍ରି ଚଳନ: ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନବର୍ଷାକୁ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ଓଲଟା ଚଳନ (ବକ୍ରୀ) କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଚଳନ କରିବାକୁ ଯାଉଛନ୍ତି। କେତୁଙ୍କର ଏହି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?