Posted inଜାତୀୟ

ଟଙ୍କାଏରେ ହେବ ଯାତ୍ରୀଙ୍କ ଚିକିତ୍ସା, ରେଳ ବିଭାଗର ବଡ଼ ପଦକ୍ଷେପ…

ବାରାଣସୀ,୭।୧୨ : ବାରାଣସୀର କ୍ୟାଣ୍ଟ ରେଳ ଷ୍ଟେଶନର ସର୍କୁଲାର ଅଞ୍ଚଳରେ ସ୍ବାସ୍ଥ୍ୟ ୟୁନିଟର ଏକ ନୂତନ ସେଟଅପ ଖୋଲିବ। ସେଠାରେ ଅନ୍‌ କଲ୍‌ ଡାକ୍ତର ରହିବେ। ଟ୍ରେନରେ ଯାତ୍ରା କରିବା ସମୟରେ ଯଦି ଯାତ୍ରୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହୁଏ, ତେବେ ଫୋନରେ ଡାକ୍ତର ଉପଲବ୍ଧ ହେବେ।

ଟଙ୍କାଏରେ ଚିକିତ୍ସା ହେବ ଏବଂ ଦଶ ଟଙ୍କାରେ ବିଭିନ୍ନ ପ୍ରକାରର ପରୀକ୍ଷା ହେବ। କେବଳ ଏତିକି ନୁହେଁ ଏଠାରେ ଆମ୍ବୁଲାନ୍ସ ପାଇଁ ମଧ୍ୟ ବ୍ୟବସ୍ଥା କରାଯିବ। ପ୍ରାରମ୍ଭରେ ଏକ ଦଶ ଶଯ୍ୟା ୟୁନିଟ ରହିବାର ବ୍ୟବସ୍ଥା କରାଯିବ।

ଦୁର୍ଘଟଣାଗ୍ରସ୍ତ ମେଡିକାଲ ଭ୍ୟାନ ମଧ୍ୟ କ୍ୟାଣ୍ଟ ଷ୍ଟେଶନରେ ରହିବ। ଏଥିରେ ସମସ୍ତ ଚିକିତ୍ସା ଉପକରଣ ଏବଂ ଔଷଧ ରହିବ। ଯଦି ଦୁର୍ଘଟଣା ଇତ୍ୟାଦି ବିଷୟରେ ସୂଚନା ଯେ କୌଣସି ସ୍ଥାନରୁ ପ୍ରାପ୍ତ ହୁଏ, ତେବେ ଏହି ଭ୍ୟାନର ଡାକ୍ତରୀ କର୍ମଚାରୀମାନେ ସମସ୍ତ ସୁବିଧା ସୁଯୋଗ ସହିତ ଟ୍ରେନରେ ଯିବେ। ପ୍ଲାଟଫର୍ମରେ ଏକ ଜରୁରୀକାଳୀନ କେନ୍ଦ୍ର ନିର୍ମାଣ ପାଇଁ ମଧ୍ୟ ପ୍ରସ୍ତାବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?