ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ

ନିରାକାରପୁର,୧୫।୩(ଡି.ଏନ.ଏ.): ୧୦ ଦଫା ଦାବି ନେଇ ଡ୍ରାଇଭର ଏକତା ମହାମଞ୍ଚ ଓ ଅଲ ଓଡିଶା ପରିବହନ ଚାଳକ ସଙ୍ଘ ପକ୍ଷରୁ ଷ୍ଟିୟରିଂ ଛାଡ ଆନ୍ଦୋଳନ ୧୬ ନମ୍ବର ଜାତୀୟ ରାଜପଥର ବଡପୋଖରିଆ ଛକଠାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆରମ୍ଭ ହୋଇଛି। ଉଭୟ ପାର୍ଶ୍ୱ ରାସ୍ତାରେ ଜରୁରିକାଳୀନ ଯାନବାହାନକୁ ଛାଡିଦେଲେ କେବଳ ପରିବହନ ଗାଡି ଚଳାଚଳକୁ ବନ୍ଦ କରିଦିଆଯାଇଥିଲା। ଆମ ଦାବି ପୂରଣ ନ ହେଲେ ଏହି ଆନ୍ଦୋଳନ ଅନିର୍ଦ୍ଦିଷ୍ଟ କାଳ ପାଇଁ ଜାରି ରହିବ ବୋଲି ଡ୍ରାଇଭର ଏକତା ମଞ୍ଚର ଟାଙ୍ଗୀ ବ୍ଲକ ସଭାପତି କୌଶର ଖାଁ ସୂଚନା ଦେଇଛନ୍ତି। ଏହାଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri