ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ

ନିରାକାରପୁର,୧୫।୩(ଡି.ଏନ.ଏ.): ୧୦ ଦଫା ଦାବି ନେଇ ଡ୍ରାଇଭର ଏକତା ମହାମଞ୍ଚ ଓ ଅଲ ଓଡିଶା ପରିବହନ ଚାଳକ ସଙ୍ଘ ପକ୍ଷରୁ ଷ୍ଟିୟରିଂ ଛାଡ ଆନ୍ଦୋଳନ ୧୬ ନମ୍ବର ଜାତୀୟ ରାଜପଥର ବଡପୋଖରିଆ ଛକଠାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆରମ୍ଭ ହୋଇଛି। ଉଭୟ ପାର୍ଶ୍ୱ ରାସ୍ତାରେ ଜରୁରିକାଳୀନ ଯାନବାହାନକୁ ଛାଡିଦେଲେ କେବଳ ପରିବହନ ଗାଡି ଚଳାଚଳକୁ ବନ୍ଦ କରିଦିଆଯାଇଥିଲା। ଆମ ଦାବି ପୂରଣ ନ ହେଲେ ଏହି ଆନ୍ଦୋଳନ ଅନିର୍ଦ୍ଦିଷ୍ଟ କାଳ ପାଇଁ ଜାରି ରହିବ ବୋଲି ଡ୍ରାଇଭର ଏକତା ମଞ୍ଚର ଟାଙ୍ଗୀ ବ୍ଲକ ସଭାପତି କୌଶର ଖାଁ ସୂଚନା ଦେଇଛନ୍ତି। ଏହାଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ୍‌ ଟାଙ୍କି ଫାଟି ଅଗ୍ନିକାଣ୍ଡ: ୬ ବଖରା ଜଳିଗଲା

ପଦ୍ମପୁର,୨୧।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତ ଶ୍ରୀବତ୍ସପୁର ଗ୍ରାମର କାର୍ତ୍ତିକ ଚନ୍ଦ୍ର ନାୟକଙ୍କ ଘରେ ଶନିବାର ଅପରାହ୍ନରେ ଗ୍ୟାସ୍‌ ଟାଙ୍କି ଫାଟି...

ଭାସୁଛି ଚୋରା ମଦ, ପୋଲିସ ନୀରବ

ଢେଙ୍କାନାଳ ଅଫିସ, ୨୨।୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପଣ୍ଡୁଆ ଫାଣ୍ଡି ଅଧୀନ ପାରିମାଳ ଅଞ୍ଚଳରେ ଚୋରା ଦେଶୀ ମଦ କାରବାର ବଢ଼ିବାରେ ଲାଗିଛି। ଏହାଦ୍ୱାରା...

କରୋନା ଭୟରେ ପରିବାର ଲୋକ ନେଲେନି ମୃତଦେହ: ସାମାଜିକ କର୍ମୀ କଲେ ସତ୍କାର

ବୌଦ୍ଧ, ୩୧ା୮(ସ୍ବ.ପ୍ର.)-କରୋନା ଭୟରେ ପରିବାର ଲୋକେ ଜଣେ ଯୁବକଙ୍କ ମୃତଦେହ ନେବାକୁ ମନା କରିଦେଲେ ା ଶେଷରେ ପ୍ରଶାସନ ପକ୍ଷରୁ ସାମାଜିକ କର୍ମୀଙ୍କ ସହାୟତାରେ ତାଙ୍କର...

ଜନଗଣନା ତାଲିକାରେ ବିଭ୍ରାଟ: ବଢ଼ୁଛି ଅସନ୍ତୋଷ, ବିଧାୟକ ଦୃଷ୍ଟି ଦେବାକୁ ଦାବି

ହାଟଡିହୀ, ୨୨ା୬ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବିଭିନ୍ନ ପଞ୍ଚାୟତରେ ଜନଗଣନା ତାଲିକାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଜମ୍ଭିରା ପଞ୍ଚାୟତରେ ଲୋକମାନେ ହୋ...

କାଳିଆ ଯୋଜନାରୁ ପ୍ରକୃତ ଚାଷୀ ବଞ୍ଚତ୍ତ ଅଭିଯୋଗ : ସମିତି କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ଦିଗପହଣ୍ଡି,୨ା୬(ଡି.ଏନ୍‌.ଏ.)-ରାଜ୍ୟ ସରକାରଙ୍କ କାଳିଆ ଯୋଜନାକୁ ନେଇ ଓଡ଼ିଶାର ଚାଷୀ ବହୁତ ଖୁସି ଓ ଉତ୍ସାହ ଥିବା ବେଳେ ସାନଖେମୁଣ୍ଡି ବ୍ଲକ ଏରେଣ୍ଡ ପଞ୍ଚାୟତ ଯୁଗୁଡି ବଳଭଦ୍ରପୁର...

ଆଲୋକମାଳାରେ ଝଲସୁଛି ବଇଣ୍ଡା ପୂଜା ମଣ୍ଡପ

ବଇଣ୍ଡା,୬ା୧୦(ଡି.ଏନ.ଏ)-କିଶୋରନଗର ବ୍ଲକ ବଇଣ୍ଡା ହାଇସ୍କୁଲ ରୋଡ ଓ ଡେବେରାପାଲି ଗ୍ରାମରେ ଶନିବାରଠାରୁ ଦୁର୍ଗାପୂଜା ଆରମ୍ଭ ହୋଇଛି। ଏଥିପାଇଁ ଗାଁ ଦାଣ୍ଡ ଉତ୍ସବ ମୁଖର ହୋଇପଡ଼ିଛି। ଶୁକ୍ରବାର...

ବାତ୍ୟା ‘ଅସାନି’କୁ ନେଇ ଚିନ୍ତାରେ ନଦୀକୂଳିଆ

ଚାନ୍ଦବାଲି,୧୦।୫(ଡି.ଏନ୍‌.ଏ.): ବାତ୍ୟା ‘ଅସାନି’ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି...

ବନମାଳୀପୁର ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଖଣ୍ଡପଡା,୫ା୧୦(ସ୍ବ.ପ୍ର.): ଆଞ୍ଚଳିକ ସ୍ପୋଟର୍‌ସ କ୍ଲବ ବନମାଳୀପୁର ଆନୁକୂଲ୍ୟରେ ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବନମାଳୀପୁର ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ୩୨ ତମ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର...

Advertisement
Archives

Model This Week