Posted inଜାତୀୟ

ମୁଣ୍ଡରୁ ହେଲା ସୁନା, ଟଙ୍କା ବର୍ଷା: ଜାଣନ୍ତୁ ପୁରା ଘଟଣା…

ନୂଆ ଦିଲ୍ଲୀ, ୨୨।୩: ବିଦେଶରୁ ସୁନା ଚୋରା ଚାଲାଣ ଘଟଣା ପ୍ରାୟ ପ୍ରତିଦିନ ସାମ୍ନାକୁ ଆସୁଛି। ବିମାନ ବନ୍ଦରରେ କଡ଼ା ଯାଞ୍ଚ ଯୋଗୁ ଚୋରା ଚାଲାଣକାରୀମାନେ ବର୍ତ୍ତମାନ ନୂଆ ପଦ୍ଧତି ଆପଣାଉଥିବା ଦେଖିବାକୁ ମିଳୁଛି। ଚେନ୍ନାଇ ବିମାନ ବନ୍ଦରରୁ ଏମିତି ଏକ ଘଟଣା ସାମ୍ନାକୁ ଆସିଛି। ସୁରକ୍ଷାକର୍ମୀମାନେ ଯେତେବେଳେ ୨ ଯାତ୍ରୀଙ୍କର ତଲାସି ନେଇଥିଲେ, ସେମାନଙ୍କୁ ସନ୍ଦେହ ହୋଇଥିଲା। ତେଣୁ ଉଭୟଙ୍କର କେଶ କଟାଯାଇଥିଲା। ଏହା ପରେ ଯାହା ଦେଖିବାକୁ ମିଳିଲା ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ।
୨ ଯାତ୍ରୀ ମୁଣ୍ଡରେ ଓ୍ବିଗ୍‌ ପିନ୍ଧିଥିଲେ। ତା ତଳେ ସୁନାକୁ ଲେପ ଦେଲା ପରି ଲଗାଇଥିଲେ। ଉଭୟଙ୍କ କେଶ କଟାଯିବା ମାତ୍ରେ ବର୍ଷା ହେଲା ପରି ସୁନା ଗଳିବାକୁ ଲାଗିଲା। ଏହାପରେ କଷ୍ଟମ ଅଧିକାରୀମାନେ ଆହୁରି ୭ ଯାତ୍ରୀଙ୍କୁ ଧରିଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ମୁଣ୍ଡରୁ ସୁନା ଏବଂ ୪ ଜଣଙ୍କ ମୁଣ୍ଡକୁ ବିଦେଶୀ ମଦ୍ରା ବାହାରିଥିଲା। ଏହିପରି ୧୪ଜଣ ଯାତ୍ରୀ ଚୋରା ଚାଲାଣ ମାମଲାରେ ଧରାପଡ଼ିଛନ୍ତି। ମାତ୍ର ୬ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୨.୫ କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ସୁନା ଏବଂ ୨୪ ଲକ୍ଷ ମୂଲ୍ୟର ବିଦେଶୀ ମୁଦ୍ରା ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ୍‌ ଦେବାକୁ ଗଲେ ମୃତ ବ୍ୟକ୍ତି!

ନୂଆଦିଲ୍ଲୀ,୫ା୧୨: ଦିଲ୍ଲୀରେ ବହୁ ଚର୍ଚ୍ଚିତ ଏମ୍‌ସିଡି ନିର୍ବାଚନ ରବିବାର ଶେଷ ହୋଇଛି। କିନ୍ତୁ ଏହି ନିର୍ବାଚନରେ ମତଦାନ କରିବା ପାଇଁ ବୁଥ୍‌କୁ ଯାଇଥିବା ଜଣେ ଲୋକଙ୍କୁ...

ଆଜି ନାମାଙ୍କନପତ୍ର ଦାଖଲ କରିବେ ମନମୋହନ

ଜୟପୁର, ୧୩ା୮(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ରାଜ୍ୟ ସଭା ଉପନିର୍ବାଚନ ଲାଗି ରାଜସ୍ଥାନରୁ ମଙ୍ଗଳବାର ନାମାଙ୍କନପତ୍ର ଦାଖଲ କରିବେ ବୋଲି ରାଜ୍ୟ କଂଗ୍ରେସ ଉପାଧ୍ୟକ୍ଷ...

ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ :ତ୍ୱରିତ ଶୁଣାଣିକୁ ସୁପ୍ରିମକୋର୍ଟଙ୍କ ନା

ନୂଆଦିଲ୍ଲୀ,୯।୮(ପି.ଟି.):ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ୍‌ର ତ୍ୱରିତ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି। ଉପଯୁକ୍ତ ସମୟରେ ଏହାର ଶୁଣାଣି...

ମାୟାବତୀଙ୍କ ଭାଇଙ୍କ ଘରେ ଆୟକର ଚଢ଼ାଉ: ୪ ଶହ କୋଟିର ପ୍ଲଟ୍‌ ସିଲ

ଲକ୍ଷ୍ନୌ,୧୮।୭: ବିଏସ୍‌ପି ଅଧ୍ୟକ୍ଷା ମାୟାବତୀଙ୍କ ଭାଇଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏହା ଅନ୍ତର୍ଗତ ଉତ୍ତରପ୍ରଦେଶ ନୋଏଡ଼ାଠାରେ ଥିବା ତାଙ୍କର ୪ଶହ...

ନ୍ୟାଶନାଲ ହେରାଲ୍ଡ ମାମଲା: ସୋନିଆ-ରାହୁଲଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ନୂଆଦିଲ୍ଲୀ,୨୨।୨: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ଏମ୍‌ପି ରାହୁଲ ଗାନ୍ଧୀଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ନ୍ୟାଶନାଲ ହେରାଲ୍ଡ ମାମଲାରେ ଉଭୟଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ...

ଆଜିଠାରୁ ଦେଶବ୍ୟାପୀ ଅନ୍ଦୋଳନକୁ ଓହ୍ଲାଇବେ ଡାକ୍ତର, ପ୍ରଭାବିତ ହେବ ଓପିଡି ସେବା

ନୂଆଦିଲ୍ଲୀ,୨୭ ।୧୧: ନିଟ ପିଜି ଅର୍ଥାତ୍ ନ୍ୟାଶନାଲ ଇଲିଜିବିଲିଟି ଏଣ୍ଟ୍ରାନ୍ସ ଟେଷ୍ଟ ପୋଷ୍ଟଗ୍ରାଜୁଏଟ(ନିଟ ପିଜି)କାଉନସିଲିଂ ୨୦୨୧ରେ ବାରମ୍ବାର ହେଉଥିବା ବିଳମ୍ବ ଯୋଗୁ ଫେଡେରେଶନ ଅଫ୍ ରେସିଡେଣ୍ଟ...

ନାଗରିକତା ସଂଶୋଧନ ବିଲ୍‌ ବିରୋଧରେ ସୁପ୍ରିମ୍‌କୋର୍ଟରେ ଆବେଦନ ଦାଖଲ: ମୁସଲିମ୍‌ ଲିଗ୍‌ ପକ୍ଷରୁ ଲଢ଼ିବେ ସିିବଲ୍‌

ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍‌ ଲୋକ ସଭା ଏବଂ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏହାକୁ ବିରୋଧ କରି ଗୁରୁବାର ସୁପ୍ରିମକୋର୍ଟରେ ଇଣ୍ଡିଆନ୍‌ ୟୁନିୟନ ମୁସଲିମ୍‌...

ଦିଲ୍ଲୀରେ ମୋଦିଙ୍କ ମେଗା ରୋଡ୍‌ ଶୋ’

ନୂଆଦିଲ୍ଲୀ,୧୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ସୋମବାର ଏକ ମେଗା ରୋଡ୍‌ ଶୋ’ କରିଛନ୍ତି। ଏହି ରୋଡ୍‌ ଶୋ’ ପଟେଲ ଛକରୁ ବାହାରି ଏନ୍‌ଡିଏମ୍‌ସି ସମ୍ମିଳନୀ...

Advertisement
Archives

Model This Week