Odisha Elections 2024
Posted inଜାତୀୟ

ଚଳନ୍ତା ଟ୍ରେନରେ ବିଗିଡିଲା ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା: ୨ ମୃତ

ଲକ୍ଷ୍ନୌ,୨୧।୮: ଉତ୍ତରପ୍ରଦେଶର ଆଗ୍ରାଠାରେ ଟ୍ରେନରେ ଯାତ୍ରା କରୁଥିବା କିଛି ଯାତ୍ରୀଙ୍କ ସ୍ବାସ୍ଥ୍ୟ ହଠାତ୍‌ ଖରାପ ହୋଇଯାଇଥିଲା। ଏଥିରେ ଦୁଇ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ମିଳିଥିବା ସୂଚନା ଅନୁଯାୟୀ, କୋଟା-ପାଟନା ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଏକ ୯୦ ଜଣିଆ ଟିମ୍‌ର କିଛି ଲୋକ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ଏହି ସମସ୍ତ ଯାତ୍ରୀ ଛତିଶଗଡର ରାଜଧାନୀ ରାୟପୁରର ବାସିନ୍ଦା। ସେମାନେ ତୀର୍ଥଯାତ୍ରାରେ ଯାଇଥିଲେ ଏବଂ ତୀର୍ଥଯାତ୍ରୀ ଟିମ୍‌ ବାରାଣସୀ ପରିଦର୍ଶନ କରିବା ପରେ ମଥୁରା ଏବଂ ବୃନ୍ଦାବନ ପରିଦର୍ଶନ କରିବାକୁ ଯାଉଥିଲେ। ଏହି ସମୟରେ ଟ୍ରେନରେ ଯାତ୍ରା କରୁଥିବା ୬ ଜଣ ଯାତ୍ରୀ ଅସୁସ୍ଥ ହୋଇପଡିଥିଲେ।
ଏହି ବିଷୟରେ ସୂଚନା ପାଇବା ପରେ ଯାତ୍ରୀମାନଙ୍କୁ ଆଗ୍ରା କ୍ୟାଣ୍ଟ ରେଳ ଷ୍ଟେସନରେ ପକାଇ ଚିକିତ୍ସା ପାଇଁ ରେଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏଥି ସହ ଜଣେ ଯାତ୍ରୀଙ୍କୁ ଏସଏନ ମେଡିକାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଯାତ୍ରା ସମୟରେ ଚଳନ୍ତା ଟ୍ରେନରେ ଜଣେ ମହିଳା ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା। ଏଥିସହିତ ଆଗ୍ରା କ୍ୟାଣ୍ଟର ଡାକ୍ତରୀ ଦଳ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚିତ ହେଲେ ଅମେଠି, ରାଏବରେଲିକୁ ସମାନ ଭାବେ ଦେଖିବି: ରାହୁଲ

ଅମେଠି,୧୭ା୫: ରାଏବରେଲିରୁ ନିର୍ବାଚିତ ହେଲେ ଉଭୟ ଅମେଠି ଓ ରାଏବରେଲିର ବିକାଶ ପାଇଁ ସମାନ ଧ୍ୟାନ ଦେବେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି।...

ଭାଜପାର ଏଜେଣ୍ଟ କହିବାରୁ ସ୍ବାତୀ ମାଲିଓ୍ବାଲଙ୍କ କାଉଣ୍ଟର, କେଜରିଓ୍ବାଲଙ୍କୁ କହିଲେ ଗୁଣ୍ଡା

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ଅଡ଼ୁଆ ବଢିବାରେ ଳାଗିଛି। କାରଣ ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ବିବାଦ ଏବେ ଉଗ୍ର ରୂପରେ ମୁଣ୍ଡ ଟେକିବାରେ...

ମମତାଙ୍କୁ ‘ଆପଣଙ୍କ ଦାମ କେତେ’ ପଚାରି ଅଡ଼ୁଆରେ ଭାଜପା ପ୍ରାର୍ଥୀ

ନୂଆଦିଲ୍ଲୀ,୧୭ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଲକ୍ଷ୍ୟ କରି ଭାଜପା ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟ ଦେଇଥିବା ମନ୍ତବ୍ୟ ଉପରେ ନିର୍ବାଚନ କମିଶନ (ଇସି) ତାଙ୍କୁ କାରଣ...

‘ସ୍ବାତୀ ମାଲିଓ୍ବାଲ ଭାଜପାର ମୋହରା’

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ମାମଲା ଦିନକୁ ଦିନ ବିବାଦ ଘେରକୁ ଟାଣି ହେବାରେ ଲାଗିଛି। ଯେଉଁଥିରେ ଏଏପି...

ଏଥିପାଇଁ ସାମ୍ବାଦିକ ସମ୍ମିଳନୀ କରନ୍ତିନି ପ୍ରଧାନମନ୍ତ୍ରୀ ମୋଦି, କହିଲେ ବଡ଼ କାରଣ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରନ୍ତିନି, ଏନେଇ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାରରେ ସ୍ପଷ୍ଟ କରିଛନ୍ତି। ଗଣମାଧ୍ୟମକୁ କାହିଁକି ସେ ଖୁବ...

ସ୍ବାତୀ ମାଲିଓ୍ବାଲ କିଏ? ସ୍ବାମୀଙ୍କଠାରୁ ଅଲଗା; କିଭଳି କରିଥିଲେ ରାଜନୀତିରେ ଏଣ୍ଟ୍ରି..ଯାହା ପାଇଁ ଏବେ ଅଡୁଆରେ ଏଏପି…

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟି(ଏଏପି) ପକ୍ଷରୁ ରାଜ୍ୟ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ସ୍ବାତୀ ମାଲିଓ୍ବାଲଙ୍କ ସହ ଜଡ଼ିତ ଅସଦାଚରଣ ମାମଲା ଚର୍ଚ୍ଚାରେ ରହିଛି।...

ଦିଲ୍ଲୀ ଅବକାରି ନୀତି ମାମଲାରେ ଏଏପି ଅଭିଯୁକ୍ତ, କେଜରିଓ୍ବାଲ, ଏଏପି ବିରୋଧରେ ଇଡି ଦାଖଲ କଲା ଚାର୍ଜସିଟ

ନୂଆଦିଲ୍ଲୀ,୧୭।୫: ମଦ ଦୁର୍ନୀତି ମାମଲାରେ ଇଡି ଉଭୟ ଆମ ଆଦମୀ ପାର୍ଟି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛନ୍ତି। ଇଡି...

ରାହୁଲ ଗାନ୍ଧୀଙ୍କ ଉପରେ ଜରିମାନା ଲଗାଇଲେ ଝାଡ଼ଖଣ୍ଡ ହାଇକୋର୍ଟ, ଜାଣନ୍ତୁ ପୂରା ମାମଲା…

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଜରିମାନା। ଏକ ମାମଲାକୁ ନେଇ ଝାଡ଼ଖଣ୍ଡ ହାଇକୋର୍ଟ ଶୁଣାଣି କରି ଜବାବ ଦାଖଲରେ ବିଳମ୍ବକୁ ନେଇ ରାହୁଲଙ୍କ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri