ଭିତରେ ବସିଥିଲେ ଯାତ୍ରୀ: ହଠାତ୍‌ ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଲା ‘ଆମ ବସ୍‌’

ଭୁବନେଶ୍ବର: କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ୍‌। ହଠାତ୍‌ ଧୂଆଁ ବାହାରିବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ। ଏହାପରେ ବସ୍‌ଟି ହୁତୁହୁତୁ ହୋଇ ମଝି ରାସ୍ତାରେ ଜଳିଯାଇଛି। ଘଟଣା ସର୍ମ୍ପକରେ ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri