ଟି-୨୦ ବିଶ୍ପକପ୍‌ରେ ଇତିହାସ ରଚିଲେ ପ୍ୟାଟ୍‌ କମିନ୍ସ

ନୂଆଦିଲ୍ଲୀ, ୨୩।୬: ଟି-୨୦ ବିଶ଼୍ବକପ୍‌ରେ ଅଷ୍ଟ୍ରେଲିଆ ବୋଲର ପ୍ୟାଟ୍‌ କମିନ୍ସ ଇତିହାସ ରଚିଛନ୍ତି। ପ୍ରଥମ ବୋଲର ଭାବେ ସେ ବ୍ୟାକ୍‌ ଟୁ ବ୍ୟାକ୍‌ ବା ପଛକୁ ପଛ ଲଗାତାର ହ୍ୟାଟ୍ରିକ୍‌ ନେଇ ରେକର୍ଡ କରିଛନ୍ତି । ଟି-୨୦ ବିଶ଼୍ବକପ୍‌ର ସୁପର ୮ରେ ବାଂଲାଦେଶ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳି ହ୍ୟାଟ୍ରିକ୍‌ ନେବା ପରେ ଆଫଗାନିସ୍ତାନ ବିପକ୍ଷରେ ମଧ୍ୟ ହ୍ୟାଟ୍ରିକ୍‌ ନେଇଛନ୍ତି କମିନ୍ସ । ଏହା ପ୍ୟାଟ୍‌ କମିନ୍ସଙ୍କ ଟି-୨୦ କ୍ୟାରିୟରରେ ଦ଼୍ବିତୀୟ ହ୍ୟାଟ୍ରିକ୍‌ ହୋଇଥିବା ବେଳେ ଟି-୨୦ ବିଶ଼୍ବକପ୍‌ ଇତିହାସରେ ଅଷ୍ଟମ ହ୍ୟାଟ୍ରିକ୍‌ ।

ପ୍ୟାଟ କମିନ୍ସଙ୍କ ଉଭୟ ମ୍ୟାଚ୍‌ରେ ସମାନ ଢଙ୍ଗରେ ଏହି ହ୍ୟାଟ୍ରିକ୍‌ ନେଇଛନ୍ତି । ବାଂଲାଦେଶ ବିପକ୍ଷରେ ସେ ଦୁଇଟି ଓଭରରେ ହ୍ୟାଟ୍ରିକ ପୂରଣ କରିଥିଲେ ଏବଂ ଆଫଗାନିସ୍ତାନ ବିପକ୍ଷରେ ମଧ୍ୟ ଏହା ଦେଖିବାକୁ ମିଳିଥିଲା। ଏପରିକି ବାଂଲାଦେଶ ବିପକ୍ଷରେ ସେ ୧୮ ତମ ଓଭରରେ ହ୍ୟାଟ୍ରିକ ନେଇଥିଲେ । ଆଫଗାନିସ୍ତାନ ବିପକ୍ଷରେ ମଧ୍ୟ ସମାନ ଢଙ୍ଗରେ ସେ ୧୮ ତମ ଓଭରରେ ନିଜର ହ୍ୟାଟ୍ରିକ ନେଇଛନ୍ତି ।

ସୂଚନା ଥାଉକି ଆଫଗାନିସ୍ତାନ ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି ା ଦଳ ପକ୍ଷରୁ ପ୍ରଥମେ ବ୍ୟାଟିଂ କରି ରହମାନୁଲ୍ଲା ଗୁରୁବାଜ ଏବଂ ଇବ୍ରାହିମ ଜାଦରାନଙ୍କ ୫୦ ରନ୍‌ ସହାୟତାରେ ଦଳ ୬ ୱିକେଟରେ୧୪୮ରନ ସଂଗ୍ରହ କରିଥିଲା। ଏହି ରନ୍‌ ଲକ୍ଷ୍ୟର ପିଛା କରି ଅଷ୍ଟ୍ରେଲିଆ ଦଳ ଖରାପ ସ୍ଥିତିକୁ ଚାଲି ଆସିଥିଲା ଏବଂ ୧୨୭ ରନରେ ଅଲଆଉଟ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri