Posted inଖେଳ

ହାତକୁ ଦି’ହାତ ହେଲେ ଏହି କ୍ରିକେଟର୍‌

ସିଡନୀ,୨।୮:ଅଷ୍ଟ୍ରେଲୀୟ ଟେଷ୍ଟ ଦଳର ଅଧିନାୟକ ପ୍ୟାଟ କୁମିନ୍ସ ଦୀର୍ଘ ଦିନରେ ପ୍ରେମିକା ବେକି ବୋଷ୍ଟନଙ୍କୁ ବିବାହ କରିଛନ୍ତି। ଇନଷ୍ଟାଗ୍ରାମରେ ଫଟୋ ଶେୟାର କରି କୁମିନ୍ସ ଏହି ସୂଚନା ଦେଇଛନ୍ତି। ଫଟୋ ଶେୟାର କରି ସେ ‘ଜଷ୍ଟ ମ୍ୟାରେଡ୍‌’ ଲେଖିଥିଲେ। କୁମିନ୍ସଙ୍କୁ ଅନେକ ସାଥୀ କ୍ରିକେଟର୍‌ ନୂତନ ଇନିଂସ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ବିବାହ ପୂର୍ବରୁ କମିନ୍ସ ଏବଂ ବେକି ବୋଷ୍ଟନ ନଅ ମାସ ପୂର୍ବେ ଏକ ଶିଶୁପୁତ୍ର ଆଲବିଙ୍କ ମାତାପିତା ହୋଇଥିଲେ।
କୁମିନ୍ସଙ୍କୁ ଶ୍ରୀଲଙ୍କା ବିପକ୍ଷ ଦୁଇ ଟେଷ୍ଟ ସିରିଜରେ ଶେଷ ଥର ପାଇଁ ଦେଖିବାକୁ ମିଳିଥିଲା। ଟେଷ୍ଟରେ ପ୍ୟାଟ କୁମିନ୍ସ ଏକ ନମ୍ବର ବୋଲର ଅଟନ୍ତି। ଏଥି ସହିତ କମିନ୍ସ ଟେଷ୍ଟରେ ଅଲରାଉଣ୍ଡର ମାନ୍ୟତାରେ ସପ୍ତମ ସ୍ଥାନରେ ଅଛନ୍ତି। ସେ ୱେଷ୍ଟଇଣ୍ଡିଜ କାଇଲ ମେୟର ଏବଂ ନ୍ୟୁଜିଲାଣ୍ଡର କଲିନ ଡି ଗ୍ରାଣ୍ଡହୋମେ ଏବଂ କାଇଲ ଜାମିସନଙ୍କଠାରୁ ଆଗରେ ଅଛନ୍ତି। କୁମିନ୍ସ ଅଷ୍ଟ୍ରେଲିଆକୁ ତାଙ୍କ ଅଧିନାୟକତ୍ୱରେ ଇଂଲଣ୍ଡ ବିପକ୍ଷରେ ଆଶେସ ସିରିଜ ବିଜୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri