Posted inଖେଳ

ଏହି କ୍ରିକେଟର୍‌ଙ୍କ ଘରକୁ ଆସିଲା ନୂଆ ଅତିଥି, ହେଲେ ଭାବପ୍ରବଣ

ନୂଆଦିଲ୍ଲୀ,୧୩।୧୦: ଅଷ୍ଟ୍ରେଲିଆ କ୍ରିକେଟର୍‌ ପ୍ୟାଟ୍‌ କମିନ୍ସଙ୍କ ଘରକୁ ନୂଆ ଅତିଥି ଆସିଛନ୍ତି। ସେ ପ୍ରଥମଥର ପାଇଁ ପୁତ୍ର ସନ୍ତାନର ବାପା ହୋଇଛନ୍ତି। ତାଙ୍କ ପ୍ରେମିକା ବେକି ବୋଷ୍ଟନ ପ୍ରଥମ ସନ୍ତାନକୁ ଜନ୍ମ ଦେଇଛନ୍ତି। ଅଷ୍ଟ୍ରେଲିଆର ଟି -୨୦ ବିଶ୍ୱକପ ଦଳରେ ଯୋଗଦେବା ପାଇଁ ପ୍ୟାଟ କମିନ୍ସ ଦୁବାଇ ଯିବା ପୂର୍ବରୁ ତାଙ୍କୁ ଏହି ଖୁସି ଖବର ମିଳିଛି। ଅକ୍ଟୋବର ୮ରେ କମିନ୍ସଙ୍କ ପୁଅ ଆଲବି ବୋଷ୍ଟନ କମିନ୍ସ ଜନ୍ମଗ୍ରହଣ କରିଥିଲେ। ଏଭଳି ପରିସ୍ଥିତିରେ କମିନ୍ସ ତାଙ୍କ ପୁଅ ଏବଂ ପରିବାର ସହିତ ଆଉ କିଛି ସମୟ ବିତାଇବାକୁ ଚାହୁଁଥିଲେ। କିନ୍ତୁ ବିଶ୍ୱକପ୍‌ ଯୋଗୁ ତାହା ସମ୍ଭବ ହୋଇ ନାହିଁ। କମିନ୍ସ ନିଜ ଶିଶୁର ଆଗମନ ବିଷୟରେ ଘୋଷଣା କରିବା ପାଇଁ ଏକ ଭାବପ୍ରବଣ ଭିଡିଓ ବ୍ଲଗ ପୋଷ୍ଟ କରିଥିଲେ। ଏହି ଭିଡିଓରେ ସେ ଅତ୍ୟନ୍ତ ଭାବପ୍ରବଣ ଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?